Posted inଖେଳ

ସୌରାଷ୍ଟ୍ର ରଣଜୀ ଚାମ୍ପିଅନ୍‌

କୋଲକାତା,୧୯।୨: ରଣଜୀ ଟ୍ରଫି ୨୦୨୩ର ଫାଇନାଲରେ ସୌରାଷ୍ଟ୍ର ବେଙ୍ଗଲକୁ ୯ ଉଇକେଟରେ ପରାସ୍ତ କରିଛି। ଏହା ସହିତ ଗତ ତିନି ସିଜିନରେ ଦ୍ୱିତୀୟ ଥର ପାଇଁ ଏହି ଦଳ ଚାମ୍ପିୟନ ହୋଇଛି। ଫାଇନାଲ ମ୍ୟାଚରେ ଜୟଦେବ ଉନାଦକତ୍‌ ଚମତ୍କାର ପ୍ରଦର୍ଶନ କରି ନିଜ ଦଳକୁ ଟାଇଟଲ ଜିତାଇଛନ୍ତି। ଫାଇନାଲ୍‌ ମ୍ୟାଚ୍‌ରେ ବେଙ୍ଗଲ ପ୍ରଥମ ଇନିଂସରେ ୧୭୪ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ସୌରାଷ୍ଟ୍ର ୪୦୪ ରନ ସ୍କୋର କରିଥିଲେ। ଏଥି ସହିତ ବେଙ୍ଗଲ ଦଳ ଦ୍ୱିତୀୟ ଇନିଂସରେ ମାତ୍ର ୨୪୧ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲା। ଫଲରେ ସୌରାଷ୍ଟ୍ରକୁ ୧୩ ରନ୍‌ର ବିଜୟ ଲକ୍ଷ୍ୟ ମିଳିଥିଲା। ଏଭଳି ପରିସ୍ଥିତିରେ ସୌରାଷ୍ଟ୍ର ଦ୍ୱିତୀୟ ଇନିଂସରେ ଏକ ଉଇକେଟ ହରାଇ ଗୋଟିଏ ଉଇକେଟ ହରାଇ ମ୍ୟାଚ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri