Posted inଜାତୀୟ

ନିଜ ପରିବାରକୁ ବଞ୍ଚାନ୍ତୁ ଲୋକେ,ଦେଶକୁ ସମ୍ଭାଳିବାକୁ ଅଛନ୍ତି ମୋଦି : ସଞ୍ଜୟ ରାଉତ

ମୁମ୍ବାଇ,୨୭।୧୨: କେନ୍ଦ୍ର ସରକାରଙ୍କୁ ଶିବସେନା ପକ୍ଷରୁ ଲଗାତାର ଟାଗେର୍ଟ କରାଯାଉଛି। ଏହି ମର୍ମରେ ଶିବସେନା ମୁଖପତ୍ର ସାମନାରେ ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ମନ୍ତବ୍ୟ ଦେଇଛନ୍ତି। ସଞ୍ଜୟ କହିଛନ୍ତି ଯେ, ବିଦାୟ ନେବାକୁ ଯାଉଥିବା ୨୦୨୦ ବର୍ଷ ଦେଶ ଉପରେ ଦରଦାମ୍‌ ବୃଦ୍ଧି, ବେରୋଜଗାରି, ଆର୍ଥିକ ସଙ୍କଟ ଏବଂ ନିରାଶ ଆଦି ଲଦି ଦେଇଛି। ଏପରିସ୍ଥଳେ ଲୋକଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଲୋକଙ୍କ ଦୁଃଖ ବୁଝିବା ଅବା ଦୂର କରିବା ପାଇଁ ମୋଦି ସରକାରଙ୍କ ପାଖରେ ଟଙ୍କା ନାହିଁ। ସରକାରଙ୍କ ପାଖରେ କେବଳ ନିର୍ବାଚନ ଲାଗି ଏବଂ ଅନ୍ୟ ରାଜ୍ୟରେ ସରକାର ଭାଙ୍ଗି ଭାଜପା ସରକାର ଗଠନ କରିବା ପାଇଁ ଟଙ୍କା ରହିଛି। ସରକାର ଏସବୁ କାମରେ ବ୍ୟସ୍ତ ରହିଛନ୍ତି। ତେଣୁ ଲୋକେ ନିଜ ପରିବାର ବଞ୍ଚାଇବା ଲାଗି ପ୍ରୟାସ କରନ୍ତୁ। ଦେଶକୁ ସମ୍ଭାଳିବା ପାଇଁ ମୋଦି ଏବଂ ତାଙ୍କର ଦୁଇ ଚାରିି ଜଣ ଅନୁଗତ ରହିଛନ୍ତି ବୋଲି ସଞ୍ଜୟ କଟାକ୍ଷ କରିଛନ୍ତି। ଏବେ ସଞ୍ଜୟଙ୍କ ଏଭଳି ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀଙ୍କ କାରନାମା; ଭାଇକୁ ହତ୍ୟା ପରେ ଟିକଟିକ୍‌ କରି କାଟି ଦେଲେ

ହୁବାଲି,୨୮।୪ : ଲିଭ୍‌ଇନ ରିଲେଶନକୁ ବିରୋଧ କରିବାରୁ ଭାଇଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି କନ୍ନଡ ଅଭିନେତ୍ରୀ ଶାନାୟା କାଟ୍‌ଭେ। ଏହି ହତ୍ୟାରେ ତାଙ୍କୁ...

ମହାରାଷ୍ଟ୍ରରେ ସରଗରମ ହେଉଛି ରାଜନୀତି: ରାଜ୍ୟପାଳଙ୍କୁ ଭେଟିବେ କଂଗ୍ରେସ-ଏନ୍‌ସିପି ନେତା

ମୁମ୍ବାଇ,୫।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି(ଭାଜପା) ତା ଜିଦ୍‌ରେ ଅଟଳ ରହିଥିବା ବେଳେ ଅନ୍ୟପଟେ...

କୋଲକତାରେ ବସି ଷଡଯନ୍ତ୍ର ରଚୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ: ମମତା

କୋଲକତା,୧୬।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ବାଙ୍କୁରାରେ ଏକ ନିର୍ବାଚନ ସଭାକୁ ସମ୍ବୋଧିତ କରିଥିଲେ। ଏଠାରେ ଜନସାଧାରଣଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ,...

ବୁର୍ଖାପିନ୍ଧା ଛାତ୍ରୀଙ୍କୁ କଲେଜରେ ପ୍ରବେଶ ଅନୁମତି ମିଳିଲାନି

ମୋରଦାବାଦ,୧୯।୧: ଉତ୍ତରପ୍ରଦେଶର ମୋରଦାବାଦସ୍ଥିତ ଏକ କଲେଜରେ ବୁର୍ଖା ପିନ୍ଧି ଆସିଥିବା କେତେଜଣ ଛାତ୍ରୀଙ୍କୁ ପ୍ରବେଶ ଅନୁମତି ଦିଆ ନ ଯିବାରୁ ଏହାକୁ ନେଇ ଗୁରୁବାର ପୁଣିଥରେ...

ସୀମାରେ ଉତ୍ତେଜନା: ୨୦ ଚାଇନା ସୈନ୍ୟ ଆହତ

ନୂଆଦିଲ୍ଲୀ, ୨୫।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ସିକିମ୍‌ରେ ଭାରତୀୟ ସେନା ଏବଂ ଚାଇନା ସୈନ୍ୟ...

ବଦଳିଲା ତେଲେଙ୍ଗାନା ରାଷ୍ଟ୍ର ସମିତିର ନାମ

ହାଇଦ୍ରାବାଦ,୮।୧୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ପାର୍ଟି ତେଲଙ୍ଗାନା ରାଷ୍ଟ୍ର ସମିତି(ଟିଆରଏସ୍‌)ର ନାମ ବଦଳିଛି। ବର୍ତ୍ତମାନ ଏହା ଭାରତ ରାଷ୍ଟ୍ର ସମିତି(ବିଆରଏସ୍‌) ନାମରେ ଜଣାଯିବ।...

ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲା: ଚିଦାମ୍ବରମଙ୍କୁ ମିଳିଲା ଜାମିନ୍‌

ନୂଆଦିଲ୍ଲୀ,୪।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‌ଙ୍କୁ ବୁଧବାର ସର୍ତ୍ତ ମୂଳକ ଜାମିନ୍‌ ମିଳିଛି। ସୁପ୍ରିମ୍‌କୋର୍ଟ ଜାମିନ୍‌ ଆବେଦନର ବିଚାର କରି ଏହାକୁ ମଞ୍ଜୁର...

ଉଦ୍ଭିଦରୁ ସଂକ୍ରମଣ ହେବାର ପ୍ରଥମ ଘଟଣା: କୋଲକାତାରେ ଆକ୍ରାନ୍ତ ହେଲେ ବ୍ୟକ୍ତି…

କୋଲକାତା,୧।୪ : ପଶ୍ଚିମବଙ୍ଗର କୋଲକାତାରେ ଏଭଳି ରୋଗ ବିଷୟରେ ଜାଣିବାକୁ ମିଳିଛି। ଯେଉଁଥିରେ ଜଣେ ବ୍ୟକ୍ତି ଉଦ୍ଭିଦରୁ ସଂକ୍ରମିତ ହୋଇଛନ୍ତି। ଏହି ରୋଗର ନାମ ହେଉଛି...

Advertisement
Archives

Model This Week