ଆଜି ସାବିତ୍ରୀ ବ୍ରତ, ବିଭିନ୍ନ ମନ୍ଦିରରେ ପ୍ରବଳ ଭିଡ଼

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଆଜି ହେଉଛି ସାବିତ୍ରୀ ଅମାବାସ୍ୟା। ଏହି ଉପଲକ୍ଷେ ସକାଳୁ ରାଜଧାନୀର ବିଭିନ୍ନ ମନ୍ଦିରରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି। ଓଡ଼ିଆ ଘରର ପରମ୍ପରା ଅନୁଯାୟୀ, ସଧବା ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି। ମହିଳାମାନେ ଉପବାସ ରଖିବା ସହ କେହି କେହି ଘରେ ପୂଜାର୍ଚ୍ଚନା କରୁଥିବା ବେଳେ କେହି କେହି ମନ୍ଦିର ଯାଇ ସ୍ବାମୀଙ୍କ ଦୀର୍ଘଜୀବନ କାମନା କରିଥାନ୍ତି।

ପୌରାଣିକ ଅନୁଯାୟୀ, ମହାସତୀ ସାବିତ୍ରୀ ସ୍ବାମୀ ସତ୍ୟବାନଙ୍କୁ ଯମରାଜାଙ୍କ ନିକଟରୁ ଫେରାଇ ଆଣିବା ପାଇଁ ଏହି ବ୍ରତ ପାଳନ କରିଥିଲେ। ସେହିଦିନଠାରୁ ଓଡ଼ିଶାର ପୁରପଲ୍ଲୀରେ ମହିଳାମାନେ ଏହି ବ୍ରତ ପାଳନ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ସପ୍ତାହରେ ୨ କମ୍ପାନୀର ଶୁଭ କାର୍ଯ୍ୟକ୍ରମ ସ୍ଥଗିତ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୩: କଳିଙ୍ଗନଗର ଶିଳ୍ପାଞ୍ଚଳରେ ଗତ ୨ ସପ୍ତାହ ମଧ୍ୟରେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ୨ କାରଖାନା ଶୁଭ ଦେଇ ନ ପାରି...

ବିବାହିତ ସତ୍ତ୍ୱେ ପ୍ରେମିକଙ୍କ ସହ ହୋଇଯାଇଥିଲେ ଫେରାର; ବବୁଲ ଗଛରେ ଝୁଲୁଛି ମୃତଦେହ

ଚନ୍ଦାହାଣ୍ଡି,୨୫।୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଧୀନସ୍ଥ ଶରଧାପୁର ଗ୍ରାମର ଅଳ୍ପ ଦୂରରେ ଥିବା ଏକ ବବୁଲ ଗଛରେ ସେହି ଗ୍ରାମର ପ୍ରେମୀଯୁଗଳ ବେକରେ ରଶି...

କାଲିଠୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଆସନ୍ତାକାଲିଠାରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଛୁଟି କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ଲାସ...

ଭଦ୍ରକରେ ପୁଣି ଜଣେ କରୋନା ପଜିଟିଭ୍‌: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଛୁଇଁଲା

ଭୁବନେଶ୍ୱର,୨୪ା୪(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୦ରେ ପହଞ୍ଚିଛି। ଚିହ୍ନଟ...

ନିର୍ଣ୍ଣାୟକ ହେବେ ୩୦,୭୮୯ ନୂଆ ଭୋଟର

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦଶରଥପୁର ଓ ବଡ଼ଚଣା ବ୍ଲକର ୯ ଜିଲା...

ପ୍ରଫେସର ରମେଶ ଚନ୍ଦ୍ର ପରିଡ଼ାଙ୍କୁ ମିଳିଲା ଜାତୀୟ ବିଜ୍ଞାନ ପୁରସ୍କାର

ଭୁବନେଶ୍ୱର,୨ା୩,(ବ୍ୟୁରୋ): ଲେଖା ମାଧ୍ୟମରେ ବିଜ୍ଞାନକୁ ଜନପ୍ରିିୟ କରାଇବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ଲେଖକ ପ୍ରଫେସର ଡ. ରମେଶ ଚନ୍ଦ୍ର ପରିଡ଼ାଙ୍କୁ ମିଳିଛି ଜାତୀୟ...

୨୭ ଚକ ନିର୍ମାଣ ଶେଷ

ପୁରୀ ଅଫିସ,୧ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ତୁମ୍ବ କାମ ସରିବା ପରେ ଚକ ନିର୍ମାଣ ଚାଲିଛି। ଶୁକ୍ରବାର ସୁଦ୍ଧା ୨୭ ଚକ ନିର୍ମାଣ...

ଏସ୍‌ସିବି ମେଡିକାଲରେ ୫-ଟି ସଚିବ: ସୁପର ସ୍ପେଶିଆଲିଟି ବିଲ୍ଡିଂ ନିର୍ମାଣ ନେଇ ଆଲୋଚନା

କଟକ ଅଫିସ, ୭।୧୧: ରାତି ପାହିନି, କଟକ ଏସ୍‌ସିବି ମେଡିକାଲରେ ରାଜ୍ୟର ୩ ଜଣ ଆଇଏଏସ୍‌ ଅଫିସର ପହଞ୍ଚିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ନେତୃତ୍ୱରେ...

Advertisement
Archives

Model This Week