ଆଜି ସାବିତ୍ରୀ ବ୍ରତ, ବିଭିନ୍ନ ମନ୍ଦିରରେ ପ୍ରବଳ ଭିଡ଼

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଆଜି ହେଉଛି ସାବିତ୍ରୀ ଅମାବାସ୍ୟା। ଏହି ଉପଲକ୍ଷେ ସକାଳୁ ରାଜଧାନୀର ବିଭିନ୍ନ ମନ୍ଦିରରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି। ଓଡ଼ିଆ ଘରର ପରମ୍ପରା ଅନୁଯାୟୀ, ସଧବା ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି। ମହିଳାମାନେ ଉପବାସ ରଖିବା ସହ କେହି କେହି ଘରେ ପୂଜାର୍ଚ୍ଚନା କରୁଥିବା ବେଳେ କେହି କେହି ମନ୍ଦିର ଯାଇ ସ୍ବାମୀଙ୍କ ଦୀର୍ଘଜୀବନ କାମନା କରିଥାନ୍ତି।

ପୌରାଣିକ ଅନୁଯାୟୀ, ମହାସତୀ ସାବିତ୍ରୀ ସ୍ବାମୀ ସତ୍ୟବାନଙ୍କୁ ଯମରାଜାଙ୍କ ନିକଟରୁ ଫେରାଇ ଆଣିବା ପାଇଁ ଏହି ବ୍ରତ ପାଳନ କରିଥିଲେ। ସେହିଦିନଠାରୁ ଓଡ଼ିଶାର ପୁରପଲ୍ଲୀରେ ମହିଳାମାନେ ଏହି ବ୍ରତ ପାଳନ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଜେଇ ହେଉଛି ଉଦଳା ସହର

ଉଦଳା, ୧୫ା୭(ଡି.ଏନ.ଏ.)-କଳା ସଂସ୍କୃତିକୁ ବଞ୍ଚାଇ ରଖିବା ସହିତ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଛି ଏକ ନିଆରା ପ୍ରୟାସ ା ସବୁଜ ସୁନ୍ଦର ଉଦଳା...

ପିପିଲି ଉପନିର୍ବାଚନ: ପୁଣି ଆଶ୍ରିତଙ୍କୁ ଭରଷା କଲା ଭାଜପା

ଭୁବନେଶ୍ୱର,୨୫।୩(ବ୍ୟୁରୋ): ବହୁ କଳ୍ପନାଜଳ୍ପନା ପରେ ପିପିଲି ଉପନିର୍ବାଚନ ଲାଗି ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଆଶ୍ରିତ ପଟ୍ଟନାୟକଙ୍କୁ ଦଳ ପୁଣିଥରେ ପ୍ରାର୍ଥୀ କରିଛି। ୨୦୧୯...

କଟକ ସହରରେ ଥମିବାର ନାଁ ନେଉନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ପୁଣି ୧୬ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୧୩।୭: କଟକ ସହରରୁ ସୋମବାର ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରେ ଥିବାବେଳେ ୨ ଜଣ...

ଲେଉଟିବ ଶୀତ: ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ପୁଣି ଥରେ ବଢ଼ିବ ଶୀତ। ସୋମବାରଠାରୁ ଶୀତର ପ୍ରକୋପ ବୃଦ୍ଧି ପାଇବା ସହ ଘନ କୁହୁଡ଼ି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଅଡୁଆରେ ବିଜେଡି ପଦାଧିକାରୀ

ଚନ୍ଦାହାଣ୍ଡି, ୨୮।୩: ମହାତ୍ମା ଗାନ୍ଧୀଙ୍କ ସହ ନବରଙ୍ଗପୁର ଏମ୍‌ପିଙ୍କୁ ତୁଳନା କରି ଜିଲା ବିଜେଡି ସଂଯୋଜକ ଏବେ ଅଡୁଆରେ। କଂଗ୍ରେସ କର୍ମୀ ଜିଲା ସଂଯୋଜକ ପ୍ରମୋଦ...

କାଳିଆ ଟଙ୍କା ନ ଫେରାଇବାକୁ କହିଲେ ପ୍ରଦୀପ୍ତ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ କୃଷି ବିଭାଗ ପକ୍ଷରୁ ସବୁ ବ୍ଲକ କୃଷି ଅଧିକାରୀଙ୍କ ପାଖକୁ ଚିଠି ଦିଆଯାଇ ଅଯୋଗ୍ୟ କାଳିଆ ଯୋଜନା ହିତାଧିକାରୀମାନଙ୍କ ନିକଟରୁ ଅର୍ଥ...

୧୫ ଯାଏ ରାଜ୍ୟସାରା ବର୍ଷା: ୧୪ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର...

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୪ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୫୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୩୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୧୨୭, କଟକରୁ...

Advertisement
Archives

Model This Week