ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା ଥିଲେ । କିଛି ଦିନ ତଳେ ମସ୍ତିସ୍କା ଘାତ ହେବାରୁ ବୁର୍ଲା ଭୀମସାର ମେଡିକାଲରେ ଚିକିତ୍ସାଧୀନ ହୋଇ ଘରକୁ ଫେରିଥିଲେ । ପେଲେସ ଲାଇନ ବାସଭବନରେ ରବିବାର ତାଙ୍କର ପରଲୋକ ହୋଇ ଯାଇଛି ।

ଶେଷ ଦର୍ଶନ ପାଇଁ ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଘରକୁ ପହଂଚି ଥିଲେ । ଟିଟିଲାଗଡ଼ ରୋଡ଼ ସ୍ଥିତି ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର କରାଯାଇଥିଲା । ତାଙ୍କର ଜ୍ୟେଷ୍ଠ ପୁତ୍ର ଓ଼ମ ପ୍ରକାଶ ନାୟକ ମୁଖାଗ୍ନି ଦେଇଥିଲେ । ସେହିପରି ଅନ୍ୟ ତିନି ପୁତ୍ର ସରକାର ଓକିଲ ଓଁକାର ନାୟକ, ଓ଼ମ ସ୍ୱରୂପ ନାୟକ ଏବଂ କନିଷ୍ଠ ପୁତ୍ର ତଥା ଆକାଶ ବାଣୀ ଉଦଘୋଷକ ଓ଼ମ ପ୍ରଣବ ନାୟକ ସହିତ ତାଙ୍କର ବଡ଼ ଜାମାତା ଡ଼ ଗୋବର୍ଦ୍ଧନ ନାୟକ ଏବଂ ସାନ ଜାମାତା ଜନମୁଖର ସମ୍ପାଦକ ବୀରେନ୍ଦ୍ର ପାଣିଗ୍ରାହୀ ସମତେ ସହରର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ତାଙ୍କ ବିୟୋଗରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ, ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂଦେଓ ପୌରାଧ୍ୟକ୍ଷ୍ୟା ଲିକା ସାହୁ ଏବଂ ଉପାଧ୍ୟକ୍ଷ୍ୟା ଗାୟତ୍ରୀ ଭୋଇ ଗଭୀର ଦୁଃଖ ପ୍ରକାଶ କରିଛିନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?