ଶ୍ରାବଣ ଶିବରାତ୍ରିରେ ୪ ଦୁର୍ଲଭ ରାଜଯୋଗର ମହାସଂଯୋଗ: ବୃଷ ସମେତ ୪ ରାଶିକୁ ମିଳିବ ଅପାର ଲାଭ

ଶ୍ରାବଣ ଶିବରାତ୍ରି ଅବସରରେ ଗଠିତ ହେଉଥିବା ଚାରିଟି ରାଜଯୋଗ ବୃଷ, କର୍କଟ, ତୁଳା ଓ କୁମ୍ଭ ରାଶି ପାଇଁ ବେଶ ଶୁଭ ସାବ୍ୟସ୍ତ ହେବ। ଏହି ରାଶିର ଲୋକମାନଙ୍କୁ ଭାଗ୍ୟର ସହଯୋଗ ମିଳିବା ସହ କ୍ୟାରିୟରରେ ଉନ୍ନତିର ଯୋଗ ସୃଷ୍ଟି ହେବ।

ଶ୍ରାବଣ ଶିବରାତ୍ରି ଦିନ ଅର୍ଥାତ୍‌ ୧୧ ଅଗଷ୍ଟରେ ସୂର୍ଯ୍ୟ, ଚନ୍ଦ୍ର, ବୁଧ ଓ ଗୁରୁଏହି ଚାରି ଗ୍ରହ କର୍କଟ ରାଶିରେ ଅବସ୍ଥାନ କରିବେ। ସୂର୍ଯ୍ୟ ଓ ଚନ୍ଦ୍ର ଏକେ ରାଶିରେ ରହିବା ଫଳରେ ଶଶି ଆଦିତ୍ୟ ରାଜଯୋଗ ଗଠିତ ହେବ। ଗୁରୁ ଗ୍ରହ କର୍କଟ ରାଶିରେ ଥିବାରୁ ହଂସ ରାଜଯୋଗ ସୃଷ୍ଟି ହେଉଛି। କର୍କଟ ରାଶିରେ ଦେବଗୁରୁ ବୃହସ୍ପତି ଓ ଚନ୍ଦ୍ରଙ୍କ ଯୁତି ହେବାରୁ ଗଜକେଶରୀ ରାଜଯୋଗ ଗଠନ ହେଉଛି। ଏହା ସହିତ ବୁଧ ଓ ସୂର୍ଯ୍ୟ ଏକାଠି ଥିବାରୁ ବୁଧାଦିତ୍ୟ ରାଜଯୋଗ ମଧ୍ୟ ସୃଷ୍ଟି ହେବ। ଏହି ଶୁଭ ଯୋଗଗୁଡ଼ିକର ପ୍ରଭାବ ଭାଗ୍ୟଶାଳୀ ରାଶିମାନଙ୍କ ଉପରେ ଦେଖିବାକୁ ମିଳିବ।

ବୃଷ ରାଶି:

ଶ୍ରାବଣ ଶିବରାତ୍ରି ଦିନ ଏହି ଶୁଭ ସଂଯୋଗଗୁଡ଼ିକ ଗଠନ ହେବା ବୃଷ ରାଶି ପାଇଁ ଲାଭଦାୟକ ରହିବ। ବୃଷ ରାଶିର ଲୋକମାନେ କାର୍ଯ୍ୟକ୍ଷେତ୍ରରେ ଉନ୍ନତି କରିବେ। କ୍ୟାରିୟରରେ ପଦୋନ୍ନତିର ଯୋଗ ସୃଷ୍ଟି ହେବ। ବ୍ୟବସାୟୀମାନଙ୍କ ପାଇଁ ମଧ୍ୟ ସମୟ ଭଲ ରହିବ। ନିବେଶ କରିବା ପାଇଁ ମଧ୍ୟ ଏହି ସମୟ ଅନୁକୂଳ ରହିବ।

କର୍କଟ ରାଶି:
ଏହି ଶୁଭ ରାଜଯୋଗଗୁଡ଼ିକ ଗଠିତ ହେବା ଫଳରେ କର୍କଟ ରାଶିର ଜାତକମାନେ ଲାଭ ପାଇପାରନ୍ତି। ଆପଣଙ୍କ ଆତ୍ମବିଶ୍ୱାସ ବଢ଼ିବ ଏବଂ କ୍ୟାରିୟରରେ ନୂଆ ସୁଯୋଗ ମିଳିବ। ଅଧିକାରୀମାନଙ୍କ ସହଯୋଗ ପାଇବେ। ସମାଜରେ ଆପଣଙ୍କ ମାନ-ସମ୍ମାନ ବୃଦ୍ଧି ପାଇବ।

ତୁଳା ରାଶି:
ତୁଳା ରାଶିର ଲୋକମାନେ ସହଭାଗୀତାରେ କରୁଥିବା କାମରେ ସଫଳତା ପାଇପାରନ୍ତି। ବ୍ୟବସାୟୀମାନଙ୍କ ପାଇଁ ସମୟ ଭଲ ରହିବ। ଏହି ରାଜଯୋଗଗୁଡ଼ିକର ପ୍ରଭାବରେ ଆୟ ବୃଦ୍ଧିର ଯୋଗ ରହିଛି। ଆର୍ଥିକ ଦୃଷ୍ଟିରୁ ମଧ୍ୟ ଆପଣଙ୍କ ପାଇଁ ସମୟ ଅନୁକୂଳ ରହିବ।

କୁମ୍ଭ ରାଶି:
କୁମ୍ଭ ରାଶି ପାଇଁ ମଧ୍ୟ ସମୟ ଭଲ ରହିବ। ଚାକିରି କରୁଥିବା ଲୋକମାନେ ଲାଭ ପାଇପାରନ୍ତି। ବ୍ୟବସାୟୀମାନେ ଭଲ ମୁନାଫା କରିପାରିବେ। ଅଟକି ରହିଥିବା ଟଙ୍କା ଫେରି ପାଇବାର ସମ୍ଭାବନା ରହିଛି। ନିବେଶ ପାଇଁ ମଧ୍ୟ ସମୟ ଭଲ ରହିବ।Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri