ଭୁବନେଶ୍ୱର,୩୧।୧୦ : ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳନ କରାଯାଉଛି। ସତର୍କତା ସୋମବାର ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ପ୍ୟାନ୍ ଇଣ୍ଡିଆ ରେଟିଂ ଆଧାରରେ ପାଳନ କରାଯିବ। ଚଳିତ ବର୍ଷଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ‘ଦୁର୍ନୀତିକୁ ନା କୁହନ୍ତୁ, ଦେଶ ପ୍ରତି ସମର୍ପିତ ରୁହନ୍ତୁ’ ରଖାଯାଇଛି। ପିଏନ୍ବି ବିକାଶ ହେଉଛି
ପଞ୍ଜାବ ନ୍ୟାଶନାଲ୍ ବ୍ୟାଙ୍କର ଏକ ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ, ଯେଉଁଥିରେ ବ୍ୟାଙ୍କର ନିକଟବର୍ତ୍ତୀ ଗ୍ରାମଗୁଡିକରେ ବିକାଶମୂଳକ କାର୍ଯ୍ୟକ୍ରମ କରାଯାଇଥାଏ। ଏ ଅବସରରେ ପୁରୀ ଜିଲାର ଗୋପସ୍ଥିତ ଗଣେଶ୍ୱରପୁର ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କୁ ସ୍କୁଲ ବ୍ୟାଗ୍ ବଣ୍ଟନ କରାଯିବା ସହ ସ୍କୁଲକୁ ଏକ ୱାଟର ପ୍ୟୁରିଫାୟାର ପ୍ରଦାନ କରାଯାଇଥିଲା। ଏହି ଅବସରରେ ପିଏନ୍ବି ଭୁବନେଶ୍ୱର ମଣ୍ଡଳର ମଣ୍ଡଳ ମୁଖ୍ୟ ଲକ୍ଷ୍ମୀକାନ୍ତ ମିଶ୍ର, ପିଏନ୍ବି ଗୋପ ଶାଖାର ଶାଖା ମୁଖ୍ୟ ସତ୍ୟନାରାୟଣ ଘଡେଇ, ସ୍କୁଲର ପ୍ରଧାନ ଶିକ୍ଷକ ଈଶ୍ୱର ଚନ୍ଦ୍ର ପୃଷ୍ଟି ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ଦୁର୍ନୀତି ନିବାରଣ ପାଇଁ ସମୂହ ଶପଥ ପାଠ କରିଥିଲେ।
ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
ଅଚାନକ ଦିଲ୍ଲୀ ଟିମ୍ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…
ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...
୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video
ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
Archives


