ଭୁବନେଶ୍ୱର,୩୧।୧୦ : ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ପାଳନ କରାଯାଉଛି। ସତର୍କତା ସୋମବାର ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ପ୍ୟାନ୍ ଇଣ୍ଡିଆ ରେଟିଂ ଆଧାରରେ ପାଳନ କରାଯିବ। ଚଳିତ ବର୍ଷଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ‘ଦୁର୍ନୀତିକୁ ନା କୁହନ୍ତୁ, ଦେଶ ପ୍ରତି ସମର୍ପିତ ରୁହନ୍ତୁ’ ରଖାଯାଇଛି। ପିଏନ୍ବି ବିକାଶ ହେଉଛି
ପଞ୍ଜାବ ନ୍ୟାଶନାଲ୍ ବ୍ୟାଙ୍କର ଏକ ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ, ଯେଉଁଥିରେ ବ୍ୟାଙ୍କର ନିକଟବର୍ତ୍ତୀ ଗ୍ରାମଗୁଡିକରେ ବିକାଶମୂଳକ କାର୍ଯ୍ୟକ୍ରମ କରାଯାଇଥାଏ। ଏ ଅବସରରେ ପୁରୀ ଜିଲାର ଗୋପସ୍ଥିତ ଗଣେଶ୍ୱରପୁର ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କୁ ସ୍କୁଲ ବ୍ୟାଗ୍ ବଣ୍ଟନ କରାଯିବା ସହ ସ୍କୁଲକୁ ଏକ ୱାଟର ପ୍ୟୁରିଫାୟାର ପ୍ରଦାନ କରାଯାଇଥିଲା। ଏହି ଅବସରରେ ପିଏନ୍ବି ଭୁବନେଶ୍ୱର ମଣ୍ଡଳର ମଣ୍ଡଳ ମୁଖ୍ୟ ଲକ୍ଷ୍ମୀକାନ୍ତ ମିଶ୍ର, ପିଏନ୍ବି ଗୋପ ଶାଖାର ଶାଖା ମୁଖ୍ୟ ସତ୍ୟନାରାୟଣ ଘଡେଇ, ସ୍କୁଲର ପ୍ରଧାନ ଶିକ୍ଷକ ଈଶ୍ୱର ଚନ୍ଦ୍ର ପୃଷ୍ଟି ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ଦୁର୍ନୀତି ନିବାରଣ ପାଇଁ ସମୂହ ଶପଥ ପାଠ କରିଥିଲେ।
‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା
ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…
ଦାବି ପୂରଣ ନ ହେଲେ ଆସନ୍ତାକାଲିଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଧାରଣା, ଚେତାବନୀ ଦେଇ…
କେସିଙ୍ଗା,୭ା୬(ତୁମେଶ୍ୱର ସାହୁ): ଅଲ ଓଡ଼ିଶା ରାଇସ୍ ମିଲର୍ସ ଆସୋସିଏଶନ ରାଜ୍ୟ ସରକାରଙ୍କୁ ୯ ଦଫା ସମ୍ବଳିତ ଦାବି ନେଇ ଦୀର୍ଘ ଦୁଇବର୍ଷରୁ ଦାବି କରି ଆସୁଛି। କିନ୍ତୁ…
ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ
ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…
ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍, ମାଡ଼ି ବସିଲା ପୋଲିସ
ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…
TMCରେ ବିଦ୍ରୋହ ମଧ୍ୟରେ ମମତାଙ୍କ ବଡ଼ ବଦକ୍ଷେପ, କଟିଲା ଅଭିଷେକଙ୍କ ଡେଣା!
କୋଲକାତା,୭।୬: ପଶ୍ଚିମବଙ୍ଗରେ ପରାଜୟ ପରେ, ତୃଣମୂଳ କଂଗ୍ରେସ ଆଭ୍ୟନ୍ତରୀଣ ଅସନ୍ତୋଷ ସହିତ ସଂଘର୍ଷ କରୁଛି; ଏହାର ଜବାବରେ, ମମତା ବାନାର୍ଜୀ ସମଗ୍ର ସଂଗଠନର ଗଠନକୁ ଭାଙ୍ଗି ଦେଇଥିଲେ।…
‘ପ୍ରତି ସିଲିଣ୍ଡର ପ୍ରାୟ ୭ଶହ ଟଙ୍କା କ୍ଷତି’: ଘରୋଇ ଗ୍ୟାସ ମୂଲ୍ୟ ବୃଦ୍ଧି ଉପରେ ସରକାରଙ୍କ ବିବୃତ୍ତି , ପାକିସ୍ତାନ-ଆମେରିକା ସହ ତୁଳନା
ନୂଆଦିଲ୍ଲୀ,୭।୬: କେନ୍ଦ୍ର ସରକାର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୯ଟଙ୍କା ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତିକୁ ସମର୍ଥନ କରି ସରକାର ଏକ ସ୍ପଷ୍ଟୀକରଣ ଜାରି କରି କହିଛନ୍ତି…
ଚାନ୍ଦବାଲିରେ ପ୍ରଥମ ଅଂଶୁଘାତରେ ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୭ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲିରେ ଚଳିତ ଗ୍ରୀଷ୍ମ ଋତୁର ପ୍ରଥମ ଅଂଶୁଘାତଜନିତ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ହେଲେ ଭୁଁଇବୁର୍ତ୍ତି ପଞ୍ଚାୟତ ଅନ୍ତର୍ଗତ ନୂଆଗାଁର…
ସ୍ତ୍ରୀ, ଶଳା ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ
ବ୍ରହ୍ମପୁର,୭।୬(ସୁବାସ ଚନ୍ଦ୍ର ପାଢ଼ୀ): ମୋ ପୁଅକୁ ତା’ ସ୍ତ୍ରୀ ଓ ସମ୍ପର୍କୀୟମାନେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା କରିବାକୁ ଉଦ୍ୟମ କରିଛନ୍ତି ବୋଲି ପୋଡ଼ିହୋଇ…
Archives

