Posted inଖେଳ

ସାୟନା ଜ୍ୟାକ୍‌ ୨ ବର୍ଷ ବାସନ୍ଦ

ଲାଉସାନେ (ସୁଇଜରଲାଣ୍ଡ):-ଡୋପିଂ ମାମଲାରେ ଅଷ୍ଟ୍ରେଲିଆର ମହିଳା ସନ୍ତରଣକାରୀ ସାୟନା ଜ୍ୟାକ୍‌ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସୋମବାର ତାଙ୍କୁ ଦୁଇ ବର୍ଷ ବାସନ୍ଦ କରାଯାଇଛି। ତେବେ ଏହା ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାର କିଛିଦିନ ପୂର୍ବରୁ ଶେଷ ହୋଇଯାଉଛି। ଜ୍ୟାକ୍‌ ଉଦ୍ଦେଶ୍ୟମୂଳକ ଭାବେ ନିଷିଦ୍ଧ ଦ୍ରବ୍ୟ ଲିଗାଣ୍ଡ୍ରୋଲ୍‌ ବ୍ୟବହାର କରି ନାହାନ୍ତି ବୋଲି କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର୍‌ ସ୍ପୋଟର୍‌ସ (କାସ୍‌)ରେ ପ୍ରମାଣ କରିବାକୁ ଚାହିଁଥିଲେ। ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ ବେଳେ ଜ୍ୟାକ୍‌ଙ୍କର ଡୋପ୍‌ ଟେଷ୍ଟ ହୋଇଥିଲା ଏବଂ ପଜିଟିଭ ଆସିଥିଲା। ଅଷ୍ଟ୍ରେଲିଆନ ପୂର୍ବରୁ ୪ ବର୍ଷ ବାସନ୍ଦ ଦଣ୍ଡ ପାଇଁ ସୁପାରିସ କରିଥିଲା। ଜ୍ୟାକ୍‌ ଚାହିଁଲେ ସୋମବାର ରୁଲିଂ ବିରୋଧରେ କାସ୍‌ରେ ଅନ୍ୟ ଏକ ପ୍ରକ୍ରିୟା ଜରିଆରେ ଅପିଲ କରିପାରିବେ। ଓ୍ବାଲର୍‌ଡ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ମଧ୍ୟ ଦୀର୍ଘକାଳୀନ ବାସନ୍ଦ ପାଇଁ ଅପିଲ କରିପାରେ। ୨୨ ବର୍ଷୀୟ ଏହି ସନ୍ତରଣକାରୀ ୨୦୧୭ ବିଶ୍ୱ ଚାମ୍ପିୟନଶିପ୍‌ରେ ରିଲେରେ ୪ଥର ପଦକ ଜିତିଛନ୍ତି। ତାଙ୍କୁ ୨ବର୍ଷ ବାସନ୍ଦ ହେବା ଦ୍ୱାରା ସେ ୨୦୨୧ ଜୁଲାଇ ୧୧ ପର୍ଯ୍ୟନ୍ତ ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ ନାହିଁ। ବାସନ୍ଦ ଦଣ୍ଡ ଶେଷ ହେବାପରେ ଦୁଇ ସପ୍ତାହରୁ କମ୍‌ ସମୟ ବ୍ୟବଧାନରେ ଟୋକିଓ ଅଲିମ୍ପିକ୍ସ ହେବ। ଜ୍ୟାକ୍‌ଙ୍କ ବିରୋଧରେ ହୋଇଥିବା ଡେପିଂ ଅଭିଯୋଗକୁ ସେ ଖଣ୍ଡନ କରିଛନ୍ତି। ସଂକ୍ରମିତ ଖାଦ୍ୟ ଯୋଗୁ ତାଙ୍କର ପଜିଟିଭ ଆସିଥିବା ସେ ସ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri