କହୁକହୁ ଏମିତି କହିଦେଲେ ଅମର, ସରକାର କିଛି ତ୍ରୁଟି କରିନାହାନ୍ତି, ନବୀନ ବାବୁଙ୍କୁ ନିମନ୍ତ୍ରଣ…

ଭୁବନେଶ୍ୱର,୬ା୩ : ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀଙ୍କ ଏକ ବୟାନ ଏବେ ରାଜନୈତକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ଅମର କହିଛନ୍ତି, ପଞ୍ଚାୟତିରାଜ ଦିବସ ପାଳନ ରାଜ୍ୟ ସରକାରଙ୍କ ନିଷ୍ପତ୍ତି। ଏଥିରେ କୌଣସି ତ୍ରୁଟି ନାହିଁ କି ବିଚ୍ୟୁତି ନାହିଁ। ରାଜ୍ୟ ସରକାର ଠିକ୍‌ ଭାବେ ବିଜୁ ଜୟନ୍ତୀ ପାଳନ କରିଛନ୍ତି। ବିଜୁ ବାବୁଙ୍କୁ ସମ୍ମାନ ଦେଇଛନ୍ତି, ଅଧୁରା ସ୍ବପ୍ନ ପୂରଣ ପାଇଁ କହିଛନ୍ତି। ବିଜୁ ଲିଗାସୀକୁ କେହି ଚାହିଁଲେ କାଟି ଦେଇପାରିବେନି। ନବୀନ ବାବୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ବି ଯଥାର୍ଥ, ବିଲକ୍ଷଣ ନାହିଁ ବୋଲି ଅମର କହିଛନ୍ତି। ଅମରଙ୍କ କଥାକୁ ନେଇ ଏବେ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇଉଠିଛି।

ସୂଚନାଯୋଗ୍ୟ, ମାର୍ଚ୍ଚ ୫ ଅର୍ଥାତ୍‌ (ବୁଧବାର) ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ପଟ୍ଟନାୟକ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ। ନବୀନ ମୋହନଙ୍କ ନିମନ୍ତ୍ରଣ ରକ୍ଷା କରିବେ ନା ପ୍ରତ୍ୟାଖ୍ୟାନ କରିବେ ତାହା ଉପରେ ସମସ୍ତଙ୍କ ନଜର ଥିଲା। ତେବେ ସତକୁ ସତ ନବୀନ ସରକାର ଆୟୋଜନ କରିଥିବା ବିଜୁବାବୁଙ୍କ ଜନ୍ମ ଉତ୍ସବରେ ଯୋଗ ଦେଇ ନ ଥିଲେ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ ବିଜେଡି ନେତା ପ୍ରଫୁଲ୍ଲ ଘଡ଼େଇ ଯୋଗ ଦେଇଥିଲେ। ତେବେ ନବୀନ ବସିବା ପାଇଁ ରଖାଯାଇଥିବା ଚୌକିକୁ କାଢ଼ି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri