Posted inଫୁରସତ

ଏସ୍‌ବିଆଇରେ ଚାକିରି କରିବାକୁ ଚାହୁଁଥିଲେ, ଗ୍ରାଜୁଏଶନ୍‌ ପାସ୍‌ଙ୍କ ପାଇଁ ୩୮୫୦ ପଦବୀ ଖାଲି, ଲିଖିତ ପରୀକ୍ଷା ନାହିଁ

ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଅଫିସର ପଦବୀ ପାଇଁ ଗ୍ରାଜୁଏଶ୍‌ନ ପାସ୍‌ କରିଥିବା ଛାତ୍ରୀଛାତ୍ରଙ୍କ ଲାଗି ସୁବର୍ଣ୍ଣ ନିଯୁକ୍ତି ସୁଯୋଗ ଆଣିଦେଇଛି। ପାଖାପାଖି ୪୦୦୦ ନିଯୁକ୍ତି ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି ଏସ୍‌ବିଆଇ। ଏଥିପାଇଁ ଆବେଦନ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। ବିଭିନ୍ନ ରାଜ୍ୟରେ ଏସବିଆଇ ଶାଖାରେ ନିଯୁକ୍ତି ଦିଆଯିବ।
କେଉଁ ରାଜ୍ୟରେ, କେତେ ଅଧିକାରୀ ପଦବୀରେ ନିଯୁକ୍ତି ପାଇବେ, ସବିଶେଷ ତଥ୍ୟ ଦେଖନ୍ତୁ-
ଗୁଜୁରାଟ – ୭୫୦
କର୍ଣ୍ଣାଟକ – ୭୫୦
ମଧ୍ୟପ୍ରଦେଶ – ୨୯୬
ଛତିଶଗଡ – ୧୦୪
ତାମିଲନାଡୁ – ୫୫୦
ତେଲେଙ୍ଗାନା – ୫୫୦
ରାଜସ୍ଥାନ – ୩୦୦
ମହାରାଷ୍ଟ୍ର (ମୁମ୍ବାଇକୁ ବାଦ ଦେଇ) – ୫୧୭
ଗୋଆ – ୩୩
ପୋଷ୍ଟଗୁଡିକର ମୋଟ ସଂଖ୍ୟା – ୩୮୫୦

ଶିକ୍ଷାଗତ ଯୋଗ୍ୟତା – ଯେକୌଣସି ସ୍ବୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ସ୍ନାତକ ହାସଲ କରିଥିବା ପ୍ରାର୍ଥୀମାନେ ଏହି ପଦବୀ ପାଇଁ ଆବେଦନ କରିପାରିବେ।

ବୟସ ସୀମା – ପ୍ରାର୍ଥୀମାନେ ୧ ଅଗଷ୍ଟ ୨୦୨୦ ପର୍ଯ୍ୟନ୍ତ ୩୦ ବର୍ଷରୁ ଅଧିକ ହୋଇ ନ ଥିବେ। ସଂରକ୍ଷଣ ନିୟମ ଅନୁଯାୟୀ ବୟସ ନିର୍ଦ୍ଧାରଣ କରାଯିବ।

ଆବେଦନ ସୂଚନା
୨୭ ଜୁଲାଇ ୨୦୨୦ରେ ଏସ୍‌ବିଆଇ ଅଫିସର ପଦବୀ ୨୦୨୦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।ଏହି ଅନୁଯାୟୀ, ଏହି ନିଯୁକ୍ତି ପ୍ରକ୍ରିୟାରେ ଯୋଗଦେବା ପାଇଁ ଏସବିଆଇ କ୍ୟାରିୟର ୱେବସାଇଟ ପରିଦର୍ଶନ କରି ଅନଲାଇନରେ ଆବେଦନ କରିବାକୁ ପଡିବ। SBI officer recruitment notification 2020ରେ ଅଧିକ ତଥ୍ୟ ଉପଲବ୍ଧ ରହିଛି।
ଅନଲାଇନ ଆବେଦନ ପାଇଁ ଆରମ୍ଭ ତାରିଖ – ଜୁଲାଇ ୨୭ ୨୦୨୦
ଅନଲାଇନ ଆବେଦନ ବନ୍ଦ ତାରିଖ – ୧୬ ଅଗଷ୍ଟ ୨୦୨୦
ଚୟନ ପ୍ରକ୍ରିୟା:
ଏହି ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀ ଚୟନ ସର୍ଟଲିଷ୍ଟିଂ ଏବଂ ଆବେଦନ ଆଧାରରେ ସାକ୍ଷାତକାର ମାଧ୍ୟମରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri