ଏସ୍‌ବିଆଇ ଉପରେ ୧ କୋଟିର ଜରିମାନା

ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ଉପରେ ରିଜର୍ଭ ବ୍ୟାଙ୍କ ୧ କୋଟି ଟଙ୍କାର ଜରିମାନା ଲଗାଇଛି। ବ୍ୟାଙ୍କରୁ ଋଣ ନେଇଥିବା କମ୍ପାନୀଗୁଡ଼ିକରେ ଅଂଶଧନ ହାସଲ କରିଥିବାରୁ ଏଭଳି କାର୍ଯ୍ୟାନୁଷ୍ଟାନ ବ୍ୟାଙ୍କ ବିରୋଧରେ ଗ୍ରହଣ କରାଯାଇଛି। ଏହି କମ୍ପାନୀଗୁଡ଼ିକରେ ବ୍ୟାଙ୍କର ପେଡ୍‌-ଅପ୍‌ ଶେୟାର କ୍ୟାପିଟାଲ ୩୦%ରୁ ଉର୍ଦ୍ଧ୍ୱ ରହିଛି। ବ୍ୟାଙ୍କିଙ୍ଗ ରେଗୁଲେଶନ ଆଇନ ଧାରା ୧୯ ଅଧିନରେ ଜରିମାନା ଲଗାଯାଇଛି। ବ୍ୟାଙ୍କ ବିରୋଧରେ ଏ ନେଇ କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ତଦନ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri