ଏସ୍‌ବିଆଇ ଉପରେ ୧ କୋଟିର ଜରିମାନା

ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ଉପରେ ରିଜର୍ଭ ବ୍ୟାଙ୍କ ୧ କୋଟି ଟଙ୍କାର ଜରିମାନା ଲଗାଇଛି। ବ୍ୟାଙ୍କରୁ ଋଣ ନେଇଥିବା କମ୍ପାନୀଗୁଡ଼ିକରେ ଅଂଶଧନ ହାସଲ କରିଥିବାରୁ ଏଭଳି କାର୍ଯ୍ୟାନୁଷ୍ଟାନ ବ୍ୟାଙ୍କ ବିରୋଧରେ ଗ୍ରହଣ କରାଯାଇଛି। ଏହି କମ୍ପାନୀଗୁଡ଼ିକରେ ବ୍ୟାଙ୍କର ପେଡ୍‌-ଅପ୍‌ ଶେୟାର କ୍ୟାପିଟାଲ ୩୦%ରୁ ଉର୍ଦ୍ଧ୍ୱ ରହିଛି। ବ୍ୟାଙ୍କିଙ୍ଗ ରେଗୁଲେଶନ ଆଇନ ଧାରା ୧୯ ଅଧିନରେ ଜରିମାନା ଲଗାଯାଇଛି। ବ୍ୟାଙ୍କ ବିରୋଧରେ ଏ ନେଇ କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ତଦନ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri