ଏସ୍‌ବିଆଇ ଉପରେ ୧ କୋଟିର ଜରିମାନା

ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ଉପରେ ରିଜର୍ଭ ବ୍ୟାଙ୍କ ୧ କୋଟି ଟଙ୍କାର ଜରିମାନା ଲଗାଇଛି। ବ୍ୟାଙ୍କରୁ ଋଣ ନେଇଥିବା କମ୍ପାନୀଗୁଡ଼ିକରେ ଅଂଶଧନ ହାସଲ କରିଥିବାରୁ ଏଭଳି କାର୍ଯ୍ୟାନୁଷ୍ଟାନ ବ୍ୟାଙ୍କ ବିରୋଧରେ ଗ୍ରହଣ କରାଯାଇଛି। ଏହି କମ୍ପାନୀଗୁଡ଼ିକରେ ବ୍ୟାଙ୍କର ପେଡ୍‌-ଅପ୍‌ ଶେୟାର କ୍ୟାପିଟାଲ ୩୦%ରୁ ଉର୍ଦ୍ଧ୍ୱ ରହିଛି। ବ୍ୟାଙ୍କିଙ୍ଗ ରେଗୁଲେଶନ ଆଇନ ଧାରା ୧୯ ଅଧିନରେ ଜରିମାନା ଲଗାଯାଇଛି। ବ୍ୟାଙ୍କ ବିରୋଧରେ ଏ ନେଇ କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ତଦନ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦିତ୍ୟ ହ୍ୟୁଣ୍ଡାଇରେ ଫ୍ରି କାର୍‌ କେୟାର କ୍ଲିନିକ କ୍ୟାମ୍ପ

ଭୁବନେଶ୍ୱର,୧୮-୪:ସ୍ଥାନୀୟ ଉତ୍ତରାସ୍ଥିତ ଆଦିତ୍ୟ ହ୍ୟୁଣ୍ଡାଇ ଶୋ’ରୁମରେ ଫ୍ରି କାର୍‌ କେୟାର କ୍ଲିନିକ ଶୁଭାରମ୍ଭ ହୋଇଛି। ଚଳିତ ମାସ ୨୧ ଯାଏ ଏହି କ୍ୟାମ୍ପ ଚାଲିବ। ହ୍ୟୁଣ୍ଡାଇ...

ଜେଟ୍‌ଲୀଙ୍କ ସ୍ଥାନରେ ଗୋୟଲ ହୋଇପାରନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୬-୫: କେନ୍ଦ୍ରରେ ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଅରୁଣ ଜେଟ୍‌ଲୀ ଅର୍ଥମନ୍ତ୍ରୀ ହେବାର ସମ୍ଭାବନା ନାହିଁ। ବିଶ୍ୱସ୍ତ ସୂତ୍ର ଅନୁଯାୟୀ, ଅସୁସ୍ଥତା କାରଣରୁ ଅର୍ଥମନ୍ତ୍ରୀ ଭଳି...

ଶୀଘ୍ର ଫେରିବ ଆର୍ଥତ୍କ ସ୍ଥିତାବସ୍ଥା: ଶକ୍ତିକାନ୍ତ

ମୁମ୍ବାଇ: କରୋନା ପ୍ରଭାବିତ ଅର୍ଥ ବ୍ୟବସ୍ଥାକୁ ନେଇ ରିଜର୍ଭ ବ୍ୟାଙ୍କ ଗର୍ଭନର ଶକ୍ତିକାନ୍ତ ଦାସ ବୁଧବାର ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଆର୍ଥତ୍କ ସ୍ଥିତାବସ୍ଥା ଶୀଘ୍ର...

ଦାୟିତ୍ୱ ନେଲେ ନିର୍ମଳା ସୀଥାରାମନ : ଅର୍ଥନୀତିକୁ ସଜାଡ଼ିବା ଏବେ ଅସଲ ପରୀକ୍ଷା

ନୂଆଦିଲ୍ଲୀ,୧।୬ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ବାଣିଜ୍ୟ ଏବଂ ଉଦ୍ୟୋଗ ଏବଂ ପରେ ପ୍ରତିରକ୍ଷା ମନ୍ତ୍ରୀ ରହିଥିବା ନିର୍ମଳା...

୬୯ ହଜାର ପେଟ୍ରୋଲ ପମ୍ପରେ ମିଳିବ ଇ-ଯାନ ଚାର୍ଜିଂ ସୁବିଧା

ନୂଆଦିଲ୍ଲୀ,୭।୯ : ଦେଶର ପ୍ରାୟ ୬୯ ହଜାର ପେଟ୍ରୋଲ ପମ୍ପରେ ଇ-ଯାନ ଚାର୍ଜିଂ କରାଇବା ନେଇ ସୁବିଧା ଉପଲବ୍ଧ କରାଯିବ। ଏହି ଷ୍ଟେଶନଗୁଡିକରେ ଚାର୍ଜିଂ କିୟସ୍କ...

୬ ଲକ୍ଷ କୋଟିର ପ୍ରତ୍ୟକ୍ଷ ଟିକସ ଆଦାୟ

ନୂଆଦିଲ୍ଲୀ,୨୨।୧୧: କେନ୍ଦ୍ର ସରକାର ଅକ୍ଟୋବର ସୁଦ୍ଧା ୬ ଲକ୍ଷ କୋଟି ଟଙ୍କାର ନେଟ୍‌ ପ୍ରତ୍ୟକ୍ଷ ଟିକସ ଆଦାୟ କରିବାକୁ ସକ୍ଷମ ହୋଇଛନ୍ତି। ସେହିଭଳି ଚଳିତ ଆର୍ଥତ୍କ...

ବିଶ୍ୱ ବ୍ୟାଙ୍କ ଇଡି ହେଲେ ରାଜେଶ ଖୁଲାର

ନୂଆଦିଲ୍ଲୀ, ୧୫।୯: ବରିଷ୍ଠ ପ୍ରଶାସନିକ ଅଧିକାରୀ ରାଜେଶ ଖୁଲାରଙ୍କୁ ବିଶ୍ୱ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଡି) ଭାବେ ଅବସ୍ଥାପିତ କରାଯାଇଛି। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ଏକ...

ଭାରତରେ ଅତ୍ୟାବଶ୍ୟକ ସାମଗ୍ରୀ ଆହୁରି ମହଙ୍ଗା ହେବ

ନୂଆଦିଲ୍ଲୀ, ୭ା୩ : ସୋମବାର ସପ୍ତମ ପର୍ଯ୍ୟାୟ ଉତ୍ତର ପ୍ରଦେଶ ନିର୍ବାଚନ ଶେଷ ହେବା ପରେ ଭାରତରେ ତୈଳ ଓ ଗ୍ୟାସ୍‌ ଦର ବୃଦ୍ଧି ପାଇବ।...

Advertisement
Archives

Model This Week