ଏସ୍‌ବିଆଇ ମେନ୍‌ ବ୍ରାଞ୍ଚ ସିଲ୍‌‌

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇଛି କରୋନା। କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଏବେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହି କ୍ରମରେ ଗୁରୁବାର ଭୁବନେଶ୍ୱର ୟୁନିଟ୍‌-୧ ସ୍ଥିତ ଏସ୍‌ବିଆଇର ମୁଖ୍ୟ କାର୍ଯ୍ୟାଳୟରେ ଆଉ ୨୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଫଳରେ ବିଏମ୍‌ସି ପକ୍ଷରୁ ଉକ୍ତ କାର୍ଯ୍ୟାଳୟକୁ ପୁଣି ୪ଦିନ ପାଇଁ ଅର୍ଥାତ୍‌ ଏପ୍ରିଲ ୮ରୁ ଏପ୍ରିଲ ୧୧ ପର୍ଯ୍ୟନ୍ତ ସିଲ୍‌ କରାଯାଇଛି। ପୂର୍ବରୁ ଉକ୍ତ ବ୍ୟାଙ୍କରେ ଏକାଧିକ ପଜିଟିଭ୍‌ ଚିହ୍ନଟ ହୋଇଥିବାରୁ ଦୁଇ ଦିନ ପାଇଁ ଏହାକୁ ସିଲ୍‌ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ...

କ୍ୱାରାଣ୍ଟାଇନ୍‌ ଶେଷ କରି ଜିମ୍‌ରେ ପହଞ୍ଚିଲେ ସୋନମ

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ନିଜ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଲଣ୍ଡନ ଫେରିଯାଇଛନ୍ତି। ଲଣ୍ଡନରେ ପହଞ୍ଚିବା ପରେ କରୋନା ସଙ୍କଟ ଯୋଗୁ...

କୋଟିପତି ଗଞ୍ଜେଇ ବ୍ୟବସାୟୀ ଗିରଫ

ବାରିପଦା,୨।୪- ସ୍ପେଶାଲ ସ୍କ୍ବାଡ୍‌ ୮ ମାସ ହେଲା ଜଣେ ଚୋରା ଗଞ୍ଜେଇ ବ୍ୟବସାୟୀଙ୍କ ଉପରେ ରଖିଥିଲା ନଜର। ଶେଷରେ ଗୁରୁବାର ରାତିରେ ଉକ୍ତ ବ୍ୟବସାୟୀ ଘରେ...

ଗୋଷ୍ଠୀ କେନ୍ଦ୍ରକେ ରାସ୍‌ତା ତିଆରି ଦାବି

ଲାଠୋର, ୨୨।୨ (ଡି.ଏନ୍‌.ଏ.)- ବଲାଙ୍ଗାରୀ ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁ। ରେ ୨୦୧୩-୧୪ ସାଲେ ଲକ୍ଷାଧିକ୍‌ ଟଁକା ଖରଚ୍‌ରେ ଗୁଟେ ଗୋଷ୍ଠୀ କେନ୍ଦ୍ର ତିଆର...

ସରକାରୀ ନିର୍ଦ୍ଦେଶ ଅବମାନନା କଲେ କାର୍ଯ୍ୟାନୁଷ୍ଠାନ, ଜରୁରୀ ଥିଲେ ବାଇକ୍‌ରେ ନୁହେଁ ଚାଲିକି ଯାଆନ୍ତୁ: ସିପି

ଭୁବନେଶ୍ୱର,୨୨।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ରାଜ୍ୟରେ ରବିବାର ଜନତା କର୍ଫ୍ୟୁ ପାଳନ କରାଯାଛି। ଏଥିସହ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି।...

ପୋଖରୀରେ ପଶିଲା ସ୍କୁଲଭ୍ୟାନ୍‌

ଦିଗପହଣ୍ଡି, ୩୦।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡ଼ା ନିକଟସ୍ଥ ପହଁରାବାଡ଼ି ନିକଟରେ ବୁଧବାର ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି।...

ଜଗାକୁ ଘରୁ ଦର୍ଶନ କରିବାର ଅଧିକାର କେହି ଛଡ଼ାଇ ନେଇପାରିବେନି

‘ଏଭଳି ନିଷ୍ପତ୍ତି ଅସାମ୍ବିଧାନିକ’ ପ୍ରଶାସନ କୌଣସି ଅଶ୍ଳୀଳ ଭିଡିଓ ଦେଖିବାକୁ ମନା କରିପାରିବ। ମାତ୍ର ଘରେ ରହି ଦାଣ୍ଡକୁ ଚାହିଁବାର ଅଧିକାର କିଭଳି ଛଡ଼ାଇ ନିଆଯିବ।...

ଲକ୍‌ଡାଉନ୍ ପରେ ବି ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯିବ

ନୂଆଦିଲ୍ଲୀ,୬ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନସିଂ ଜରିଆରେ କରୋନା ମହାମାରୀକୁ ନେଇ କଥା ହୋଇଛନ୍ତି । ଏହି...

Advertisement


Archives

Model This Week