ଏସ୍‌ବିଆଇ ପ୍ରପର୍ଟି ଏକ୍ସପୋ ଉଦ୍‌ଘାଟିତ

ଭୁବନେଶ୍ୱର,୧୦।୯ (ଅଭୟ ଦାଶ): ଭାରତୀୟ ଷ୍ଟେଟ ବ୍ୟାଙ୍କ (ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇ)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ପ୍ରପର୍ଟି ଏକ୍ସପୋ-୨୦୨୪ ଭୁବନେଶ୍ୱରର ୟୁନିଟ-୧ସ୍ଥିତ ଏସବିଆଇ ଭୁବନେଶ୍ୱର ମଣ୍ଡଳର ମୁଖ୍ୟ ଶାଖା ପରିସରରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଏସବିଆଇ ଭୁବନେଶ୍ୱର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ (ସିଜିଏମ) ଦିନେଶ ପୃଥ୍ବୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଆନୁଷ୍ଠାନିକ ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସବିଆଇ ଭୁବନେଶ୍ୱର ମଣ୍ଡଳର ମୁଖ୍ୟ ପ୍ରବନ୍ଧକ (ଜିଏମ) ଏନ୍‌ଡବ୍ଲ୍ୟୁ-୧ ପୋନ୍ନାବାଲମ ଏମଙ୍କ ସମେତ ଉଭୟ ମଣ୍ଡଳ ଓ ଶାଖାର ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ୟୁନିଟ-୧ ଏସବିଆଇ ଶାଖା ସମ୍ମୁଖରେ ଆୟୋଜିତ ଏସବିଆଇ ପ୍ରପର୍ଟି ଏକ୍ସପୋ-୨୦୨୪ରେ ୩୦ରୁ ଅଧିକ ବିଲଡରଙ୍କ ସମେତ ଅନ୍ୟମାନେ ମଧ୍ୟ ଯୋଗ ଦେଇଛନ୍ତି। ଏପରିକି ଏହି ପ୍ରଦର୍ଶନୀରେ ୩୦ଟି ପ୍ରତିଷ୍ଠିତ ଗୃହନିର୍ମାଣକାରୀ ସଂସ୍ଥା ସେମାନଙ୍କର ନୂତନ ତଥା ଆଗାମୀ ସ୍ବୀକୃତପ୍ରାପ୍ତ ହାଉସିଂ ପ୍ରକଳ୍ପଗୁଡିକୁ ପ୍ରଦର୍ଶନ କରିଥିଲେ। ଏପରିକି ଏଥିରେ ପ୍ରାୟ ୧୬୬ଟି ଏସବିଆଇ ଅନୁମୋଦିତ ପ୍ରକଳ୍ପ ସାମିଲ ଥିଲାବେଳେ ଏହି ଏକ୍ସପୋ ସକାଳ ୧୧ ଘଟିକାରୁ ରାତି ୯ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ପ୍ରଦର୍ଶନୀ ଉଦଘାଟନୀ ସମୟରେ ଆୟୋଜକ, ଅଂଶଗ୍ରହଣକାରୀ ଓ ଗ୍ରାହକଙ୍କ ସମେତ ଅନ୍ୟମାନେ ମଧ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri