Posted inଜାତୀୟ

ପହିଲାରୁ ଏଟିଏମ୍‌ରୁ ଟଙ୍କା ଉଠାଇଲେ ଲାଗିବ ଚାର୍ଜ

ନୂଆଦିଲ୍ଲୀ,୨୯।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ଏଟିଏମ୍‌ କାର୍ଡରେ ମାସକୁ ୪ ଥରରୁ ଅଧିକ ଥର ଟଙ୍କା ଉଠାଇଲେ ଆକାଉଣ୍ଟରୁ ଗଣିବାକୁ ପଡ଼ିବ ଟଙ୍କା। ଏହି ନିୟମ ଜୁଲାଇ ପହିଲାରୁ ପୂରା ଦେଶରେ ଆରମ୍ଭ ହେବ। ବେସିକ ସେଭିଂ ବ୍ୟାଙ୍କ ଡିପୋଜିଟ୍‌ (ବିଏସ୍‌ବିଡି) ଆକାଉଣ୍ଟଧାରୀଙ୍କ ପାଇଁ ଏହି ନିୟମ ଲାଗୁ ହେବ ବୋଲି କୁହାଯାଇଛି।

ବିଏସ୍‌ବିଡି ଆକାଉଣ୍ଟ ପାଇଁ ସେବା ଶୁଳ୍କରେ ସଂଶୋଧନ ଅନୁଯାୟୀ, ମାସରେ ୪ ଥରରୁ ଅଧିକ ଥର ଟଙ୍କା ଉଠାଇଲେ ଏସ୍‌ବିଆଇ ୧୫ରୁ ୭୫ ଟଙ୍କା ପର୍ଯ୍ୟନ୍ତ ଆଦାୟ କରିବ। ଏହି ନିୟମ ଚଳିତ ବର୍ଷ ଜୁଲାଇ ପହିଲାରୁ କାର୍ଯ୍ୟକାରୀ ହେବ ବୋଲି ଦେଶର ସର୍ବବୃହତ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।

ବିଏସ୍‌ବିଡି ଆକାଉଣ୍ଟଧାରୀଙ୍କୁ ବର୍ଷକୁ ଚେକ୍‌ବୁକର ୧୦ ପୃଷ୍ଠା ମାଗଣାରେ ବ୍ୟବହାର କରିପାରିବେ। ଏହାପରେ ଦେୟ ସହ ଜିଏସ୍‌ଟି ଦେବାକୁ ପଡ଼ିବ। ଏଟିଏମ୍‌ ଓ ସିଡିଏମ୍‌ (କ୍ୟାଶ ଡିସପେନ୍ସିଂ ମେସିନ)ରେ ଅଣ ଆର୍ଥିକ ଟ୍ରାନ୍ସଜାକଶନ ଲାଗି କୌଣସି ଦେୟ ଦେବାକୁ ପଡ଼ିବ ନାହିଁ। ଏସ୍‌ବିଆଇ ଏଟିଏମ୍‌ କିମ୍ବା ଅନ୍ୟ ବ୍ୟାଙ୍କର ଏଟିଏମ୍‌ରୁ ୪ ଥର ମାଗଣାରେ ଟଙ୍କା ଉଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଡଙ୍ଗା, ଥିଲେ ୨୯ ଯାତ୍ରୀ

ଜବଲପୁର,୩୦।୪: ମଧ୍ୟପ୍ରଦେଶ ଜବଲପୁରରେ ଗୁରୁବାର ସାରେ ଜିଲା ମୁଖ୍ୟାଳୟରୁ ପ୍ରାୟ ୨୫ କିଲୋମିଟର ଦୂରରେ ଥିବା ବର୍ଗୀ ଡ୍ୟାମରେ ଝଡ଼ବର୍ଷା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା।…

ଭାଲୁ ନେଲା ଜୀବନ

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଧଅଁରପୁର ପଞ୍ଚାୟତ ଭାଲୁଚୁଆଁ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଚାଷ ଜମିକୁ ଯାଇଥିବା ଜଣେ…

ଆମେରିକାକୁ ପଛରେ ପକାଇ ଆଗକୁ ଗଲା ଭାରତ, ପାଲଟିଲା ‘ଗ୍ଲୋବାଲ ପାଓ୍ବାର ହାଉସ’

ନୂଆଦିଲ୍ଲୀ,୩୦।୪: ଭାରତ ସମ୍ପ୍ରତି ଶକ୍ତି କ୍ଷେତ୍ରରେ ଏକ ସଫଳତା ହାସଲ କରିଛି ଯାହା ସମଗ୍ର ବିଶ୍ୱକୁ, ବିଶେଷକରି ଆମେରିକାକୁ ଆଶ୍ଚର୍ଯ୍ୟ କରିଛି। ଭାରତ ଏହାର ବର୍ଦ୍ଧିତ ବିଦ୍ୟୁତ…

୬ ମ୍ୟାଚ୍‌ ହାରିବା ସତ୍ତ୍ୱେ ପ୍ଲେଅଫ୍‌ରେ ହୋଇପାରେ ମୁମ୍ବାଇର ଏଣ୍ଟ୍ରି, ଜାଣନ୍ତୁ ସମୀକରଣ…

ନୂଆଦିଲ୍ଲୀ,୩୦।୪: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୨୪୩ ରନ କରିବା ପରେ ବି ୬ ଉଇକେଟରେ ପରାଜିତ ହେଲା ମୁମ୍ବାଇ ଇଣ୍ଡିଆନ୍ସ। ଚଳିତ ସିଜନରେ ୮ଟି ମ୍ୟାଚରୁ ମୁମ୍ବାଇର…

ଦୁଇ ଗାଁରେ ପଶି କରିଥିଲେ ଚୋରି: ଧରାପଡ଼ି ଜେଲ ଗଲେ ୨ ଅଭିଯୁକ୍ତ

ଦେବଗଡ଼,୩୦ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଧୀନ ଗରିଆପାଲି ଓ ଦେଓଝରଣ ଗ୍ରାମରୁ ହୋଇଥିବା ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ପୋଲିସ ଗୁରୁବାର…

ପଶ୍ଚିମବଙ୍ଗରେ ହେବ ପୁଣିଥରେ ନିର୍ବାଚନ? EVM ଖରାପ ହେବାର ଆସିଲାଣି ୭୭ ଅଭିଯୋଗ, ତଦନ୍ତ ଆରମ୍ଭ କଲେ ଇସି

କୋଲକାତା,୩୦।୪: ବଙ୍ଗଳାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ଡାଇମଣ୍ଡ ହାର୍ବର ସମେତ ଅନେକ ମତଦାନ କେନ୍ଦ୍ରରେ ଇଭିଏମର ସୁରକ୍ଷା ଏବଂ ସ୍ବଚ୍ଛତା ଉପରେ ଉଠିଥିବା ପ୍ରଶ୍ନ ମଧ୍ୟରେ…

ବଡ଼ ସୂଚନା, ଏହିଦିନ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର,୩୦।୪:  ଆସନ୍ତା ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବିଏସଇ ପକ୍ଷରୁ ପ୍ରେସ ରିଲିଜ ଜରିଆରେ ସୂଚନା ଦିଆଯାଇଛି । ଅପରାହ୍ନ ୪ଟାରେ…

Exit Pollକୁ ନେଇ ମୁହଁ ଖୋଲିଲେ ମମତା, କହିଲେ…

କୋଲକାତା,୩୦।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଏକଜିଟ ପୋଲ ପୂର୍ବାନୁମାନକୁ ଖାରଜ କରି କହିଛନ୍ତି ଯେ ତୃଣମୂଳ କଂଗ୍ରେସ ‘ମା, ମାଟି, ମାନୁଷ’ ସରକାର ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri