ଏନ୍‌ପିଏ ଆକାଉଣ୍ଟ ବିକ୍ରି କରିବ ଏସ୍‌ବିଆଇ

ନୂଆଦିଲ୍ଲୀ,୨୧।୩:  ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ (ଏସ୍‌ବିଆଇ) ପକ୍ଷରୁ ୮୨୦କୋଟି ଟଙ୍କାର ଋଣ ବକେୟାର ଭରଣା ପାଇଁ ୧୨ଟି ଅଣ-ପ୍ରଦର୍ଶନକାରୀ ସମ୍ପତ୍ତି (ଏନ୍‌ପିଏ) ଆକାଉଣ୍ଟ ବିକ୍ରି କରାଯିବ। ବ୍ୟାଙ୍କ୍‌ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁସାରେ ଏହି ଏନ୍‌ପିଏ ଆକାଉଣ୍ଟଗୁଡ଼ିକୁ ସମ୍ପତ୍ତି ପୁନର୍ଗଠନ କମ୍ପାନୀ(ଏଆର୍‌ସି), ବ୍ୟାଙ୍କ୍‌, ନନ୍‌ବ୍ୟାକିଂ ଫାଇନାନ୍ସିଆଲ୍‌ କମ୍ପାନୀ(ଏନ୍‌ବିଏଫ୍‌ସି), ବିତ୍ତୀୟ ଅନୁଷ୍ଠାନଗୁଡ଼ିକୁ ବିକ୍ରି କରିବ। ଅଫିସିଆଲ୍‌ ଓ୍ବେବ୍‌ସାଇଟ୍‌ରେ ଦିଆଯାଇଥିବା ନୋଟିସ୍‌ ଅନୁସାରେ ଏସ୍‌ବିଆଇ ଚଳିତ ବର୍ଷ ଏପ୍ରିଲ୍‌ ୧୩ସୁଦ୍ଧା ମୋଟ୍‌ ୧୨ଟି ଯାକ ଏନ୍‌ପିଏ ବିକ୍ରି ପାଇଁ ଲକ୍ଷ୍ୟ ରଖିଛି। ବିକ୍ରି ହେବାକୁ ଥିବା ଏନ୍‌ପିଏ ଆକାଉଣ୍ଟ ମଧ୍ୟରୁ ଉର୍ଜା ଏବଂ ମେଟାଲ୍ସ ଲିମିଟେଡ୍‌ର ସର୍ବାଧିକ ୩୯୬.୭୪ କୋଟି ଟଙ୍କାର ଏନ୍‌ପିଏ ଆକାଉଣ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?