SBI ପକ୍ଷରୁ ଟଙ୍କା ବଦଳ ମେଳା, ଚିରାଫଟା ନୋଟ୍‌ ଦେଇ ନେଇପାରିବେ ଏତିକି ଟଙ୍କା…

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଷ୍ଟେଟ୍‌ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଶନିବାର ବ୍ୟାଙ୍କ ସମ୍ମୁଖରେ କଏନ୍‌ ଏବଂ କାଗଜ ଟଙ୍କା ବଦଳ ମେଳା ଅନୁଷ୍ଠିତ ହୋଇଛି। ଜଣେ ବ୍ୟକ୍ତି ସର୍ବାଧିକ ୩୦୦୦ ଟଙ୍କା ପର୍ଯ୍ୟନ୍ତ ଖୁଚୁରା ଟଙ୍କା ଓ କଏନ ନେଇପାରିବେ। ଗ୍ରାହକଙ୍କ ଆବଶ୍ୟକତାକୁ ଦେଖି ଆଗାମୀ ଦିନରେ ଅଧିକ ଟଙ୍କା ବଦଳ ଦେବା ବ୍ୟବସ୍ଥା ଯୋଜନା ଅଛି। ଏଥିସହ ଚିରା ଫଟା ନୋଟ ମଧ୍ୟ ଆଗାମୀ ଦିନରେ ବଦଳ ଯୋଜନା ଅଛି। ଗ୍ରାହକଙ୍କ ଆବଶ୍ୟକତାକୁ ଦେଖି ବ୍ୟାଙ୍କ କର୍ତ୍ତୃପକ୍ଷ ପରବର୍ତ୍ତୀ ପଦକ୍ଷେପ ନେବେ ବୋଲି ଜଣେ ଅଧିକାରୀ ଏଠାରେ ସୂଚନା ଦେଇଛନ୍ତି। ଅପରପକ୍ଷେ ଆଜି ଆରମ୍ଭ ହୋଇଥିବା ଟଙ୍କା ବଦଳ ମେଳାରେ ଲୋକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା।

ସୂଚନାଯୋଗ୍ୟ, ଅନେକ ସମୟରେ ଗ୍ରାହକଙ୍କୁ ଖୁଚୁରା ଟଙ୍କା ମିଳୁନାହିଁ। ଫଳରେ ଲୋକେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟି ଆଗରେ ରଖି ବ୍ୟାଙ୍କ ପକ୍ଷରୁ ଏହିଭଳି ପଦକ୍ଷେପ ନିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri