ଏସ୍‌ବିଆଇର ନୂତନ ଡିଜିଟାଲ ସେବା

ଭୁବନେଶ୍ୱର,୧୩।୭ (ଅଭୟ ଦାଶ): ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ଡିଜିଟାଲ ସେବାର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ମ୍ୟୁଚୁଆଲ ଫଣ୍ଡ ବଦଳରେ ଅନ୍‌ଲାଇନ ଋଣ ସୁବିଧାର ଶୁଭାରମ୍ଭ କରାଯାଇଛି। ଏସ୍‌ବିଆଇର ଇଣ୍ଟଟରନେଟ୍‌ ବ୍ୟାଙ୍କିଙ୍ଗ୍‌ ଓ ୟୋନୋ ଆପ୍‌ ଜରିଆରେ ଗ୍ରାହକ ଏହି ନୂତନ ସୁବିଧା ପାଇପାରିବେ। ସେହିଭଳି ଗ୍ରାହକମାନଙ୍କୁ ଡିଜିଟାଲ ସଶକ୍ତ କରାଯାଉଥିବାବେଳେ ସେମାନଙ୍କ ଲାଗି ନୂତନ ସୁବିଧାରେ ମଧ୍ୟ ବୃଦ୍ଧି କରାଯାଇଛି। ଏହି ନୂତନ ଡିଜିଟାଲ ସେବା ଜରିଆରେ ଗ୍ରାହକମାନେ ୧୦୦% କାଗଜବିହୀନ ଏବଂ ୨୪ ଘଣ୍ଟା ଡିଜିଟାଲ ସେବା ଓ ସୁବିଧା ପାଇପାରିବେ। ସେହିପରି ସିଏଏମ୍‌ଏସ୍‌ରେ ପଞ୍ଜୀକୃତ ହୋଇଥିବା ସମସ୍ତ ମ୍ୟୁଚୁଆଲ୍‌ ଫଣ୍ଡ କମ୍ପାନୀର ମ୍ୟୁଚୁଆଲ୍‌ ଫଣ୍ଡ ସ୍କିମ୍‌ ଉପର ଆକର୍ଷଣୀୟ ସୁଧ ସହ ଏହି ନୂଆ ଋଣ ସୁବିଧା ପ୍ରଦାନ କରାଯାଉଛି। ପୂର୍ବରୁ କେବଳ ଏସ୍‌ବିଆଇ ମ୍ୟୁଚୁଆଲ ଫଣ୍ଡ ସ୍କିମ୍‌ ଉପରେ କିମ୍ବା ଶାଖା ପରିଦର୍ଶନ କରୁଥିବା ଗ୍ରାହକଙ୍କୁ ଋଣ ସୁବିଧା ନିୟମ ଅନୁଯାୟୀ ଯୋଗାଇ ଦିଆଯାଉଥିବାବେଳେ ବର୍ତ୍ତମାନ ସେହି ସୁବିଧାର ସମ୍ପ୍ରସାରଣ କରାଯାଇଛି।
ଏ ସମ୍ପର୍କରେ ଏସ୍‌ବିଆଇର ଅଧ୍ୟକ୍ଷ ଦୀନେଶ ଖାରା କହିଛନ୍ତି, ମ୍ୟୁଚୁଆଲ ଫଣ୍ଡ ବଦଳରେ ଋଣ ସୁବିଧାର ଶୁଭାରମ୍ଭକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ୍‌ ଓ ୟୋନୋ ଆପ୍‌ ଜରିଆରେ ଗ୍ରାହକମାନଙ୍କ ପାଇଁ ଏହି ନୂତନ ଡିଜିଟାଲ ସେବାର ଶୁଭାରମ୍ଭ ହୋଇଯାଇଛି। ସେହିଭଳି ଆମେ ଗ୍ରାହକଙ୍କ ଶାଖା ପରିଦର୍ଶନକୁ କମ୍‌ କରିବା ପାଇଁ ସେମାନଙ୍କୁ ପ୍ରଯୁକ୍ତିଭିତ୍ତିକ ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ଅନୁଭୂତି ପ୍ରଦାନ କରିବାକୁ ନିରନ୍ତର ଉଦ୍ୟମ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri