ହାଉସିଂ ଫାଇନାନ୍ସ କମ୍ପାନୀ ସହ ଏସ୍‌ବିଆଇର ସହଭାଗିତା

ମୁମ୍ବାଇ,୨୭।୩: ଗୃହଋଣ ପହଞ୍ଚୁ ନ ଥିବା କିମ୍ବା ଅଭାବ ରହୁଥିବା କ୍ଷେତ୍ର ପାଇଁ ଆବଶ୍ୟକ ଗୃହଋଣ ମଞ୍ଜୁର କରିବା ନିମନ୍ତେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ୫ଟି ହାଉସିଂ ଫାଇନାନ୍ସ କମ୍ପାନୀ ମଧ୍ୟରେ ସହଭାଗିତା ସ୍ଥାପନ କରାଯାଇଛି। ଏସ୍‌ବିଆଇ ସହ ସହଭାଗିତା ସ୍ଥାପନ କରିଥିବା ସଂସ୍ଥାଗୁଡ଼ିକ ହେଉଛନ୍ତି ପିଏନ୍‌ବି ହାଉସିଂ ଫାଇନାନ୍ସ ଲିମିଟେଡ୍‌, ଆଇଆଇଏଫ୍‌ଏଲ୍‌ ହୋମ୍‌ ଫାଇନାନ୍ସ ଲିମିଟେଡ୍‌, ଶ୍ରୀରାମ ହାଉସିଂ ଫାଇନାନ୍ସ ଲିମିଟେଡ୍‌, ଏଡେଲ୍‌ୱିସ୍‌ ହାଉସିଂ ଫାଇନାନ୍ସ ଲିମିଟେଡ୍‌ ଓ କାପ୍ରି ଗ୍ଲୋବାଲ ହାଉସିଂ ଫାଇନାନ୍ସ ଲିମିଟେଡ୍‌ ପ୍ରମୁଖ। ନିକଟରେ ମୁମ୍ବାଇଠାରେ ଏହି ରାଜିନାମା ସ୍ବାକ୍ଷର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି ପରିପ୍ରେକ୍ଷୀରେ ଉପରୋକ୍ତ ହାଉସିଂ ଫାଇନାନ୍ସ କମ୍ପାନୀଗୁଡ଼ିକର ମୁଖ୍ୟମାନଙ୍କୁ ଏସ୍‌ବିଆଇର ଅଧ୍ୟକ୍ଷ ଦୀନେଶ ଖାରା ଚୁକ୍ତିନାମା ହସ୍ତାନ୍ତର କରିଥିଲେ। ଏହି ଅବସରରେ ଚେଲ୍ଲା ଶ୍ରୀନିଭାସୁଲୁ ସେଠୀ ପରିଚାଳନା ନିର୍ଦ୍ଦେଶକ, ଏସ୍‌ବିଆଇ, ସଲୋନି ନାରାୟଣ ଉପ ପରିଚାଳନା ନିର୍ଦ୍ଦେଶକ (ଆର୍‌ବି), ଏସ୍‌ବିଆଇ ଓ ମହେଶ ଗୋଏଲ, ସିଜିଏମ୍‌ (ଆର୍‌ଇ), ଏସ୍‌ବିଆଇ ପ୍ରମୁଖ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଏସ୍‌ବିଆଇର ଅଧ୍ୟକ୍ଷ ଖାରା କହିଛନ୍ତି, ମିଳିତ ଭାବେ ଋଣ ପ୍ରଦାନ କରିବା କାର୍ଯ୍ୟକ୍ରମ ପାଇଁ ହାଉସିଂ ଫାଇନାନ୍ସ କମ୍ପାନୀଗୁଡ଼ିକ ସହିତ ହାତ ମିଳାଇଥିବାରୁ ଆମେ ଅତ୍ୟନ୍ତ ଆନନ୍ଦିତ।


Enter your email to get our daily news in your inbox.

All Right Reserved By Dharitri.Com

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଗୋଟିଏ ପ୍ଲାନ୍‌ରେ ଚାଲିବ ୪ଟି SIM! ମିଳିବ ଅନ୍‌ଲିମିଟେଡ୍‌ Calling ସହ 5G Data: ଜାଣନ୍ତୁ ଏହି ସୁବିଧା ସମ୍ପର୍କରେ…

ନୂଆଦିଲ୍ଲୀ,୩।୯: ଆଜିର ସମୟରେ ଗୋଟିଏ ପରିବାରର ଦୁଇ, ତିନି କିମ୍ବା ଚାରି ଜଣଙ୍କ ପାଖରେ ଅଲଗା ଅଲଗା Airtel SIM ରହିବା ସାଧାରଣ କଥା। ଏପରି ସ୍ଥିତିରେ…

SBI Customer Alert: ଆସନ୍ତାକାଲି ଠପ୍‌ ହୋଇଯିବ UPI ସେବା, ନୋଟ୍‌ କରିନିଅନ୍ତୁ କେତେ ଟାଇମ୍‌…

ନୂଆଦିଲ୍‌ଲୀ,୩।୯: ଯଦି ଆପଣଙ୍କ ଆକାଉଣ୍ଟ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଅର୍ଥାତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ୟୁପିଆଇ…

ପର୍ଯ୍ୟଟନ ଶିଳ୍ପ ପାଇଁ ପର୍ଯ୍ୟାପ୍ତ ମାନବ ସମ୍ବଳର ଆବଶ୍ୟକ ପଡ଼ିବ

ଭୁବନେଶ୍ୱର, ୩ା୯(ସନ୍ତୋଷ କୁମାର ବେହେରା): ସ୍ବସ୍ତି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ ଆଣ୍ଡ ସୋସିଆଲ ଷ୍ଟଡିଜ୍‌ (ଏସ୍‌ଆଇଏମ୍‌ଏସ୍‌ଏସ୍‌)ର ନବାଗତ ଛାତ୍ରୀଛାତ୍ରମାନଙ୍କୁ ସ୍ଥାନୀୟ ଏକ ହେଟେଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ବାଗତ…

ଅନ୍ତର୍ଜାତୀୟ ବଜାରରେ ବଢୁଛି ଭାରତ ମସଲା ଚାହିଦା

କଟକ,୩ା୯: ଅନ୍ତର୍ଜାତୀୟ ବଜାରରେ ଭାରତୀୟ ମସଲାର ଚାହିଦା ବଢୁଥିବାବେଳେ ଭାରତୀୟ ମସଲା ଉତ୍ପାଦନକାରୀ ଉଦ୍ୟୋଗ, ରପ୍ତାନିକାରୀ ଏବଂ କୃଷକମାନଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହୋଇଛି। ଏହିକ୍ରମରେ…

ଏଣିକି ATMରୁ ଟଙ୍କା ଉଠାଇବା ପଡିବ ମହଙ୍ଗା, ଏତେ ଟଙ୍କା ଲାଗିବ ଏକ୍ସଟ୍ରା ଚାର୍ଜ!

ନୂଆଦିଲ୍ଲୀ,୩।୯: ଏଣିକି ଏଟିଏମରୁ ଟଙ୍କା କାଢିବା ହେଲା ମହଙ୍ଗା। ଯଦି ଆପଣ କାନାରା ବ୍ୟାଙ୍କର ଏଟିଏମ (ATM) କାର୍ଡ ବ୍ୟବହାର କରୁଛନ୍ତି, ତେବେ ଏବେ ଟଙ୍କା ଉଠାଇବା…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ଖସୁଛି ସୁନା ଦର, ମୁହଁ ମାଡ଼ି ପଡ଼ିଲା ରୂପା: ୬ ଦିନରେ ୧୧,୦୦୦ ଟଙ୍କା ଶସ୍ତା ହେଲା…

ନୂଆଦିଲ୍ଲୀ,୨।୯: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ଏବଂ ରୂପା ମୂଲ୍ୟରେ କ୍ରମାଗତ ହ୍ରାସ ଦେଖିବାକୁ ମିଳୁଛି। ବିଶ୍ୱ ବଜାରରେ ମାନ୍ଦାବସ୍ଥା ଏବଂ ବିକ୍ରି ଚାପ ଯୋଗୁ ଦେଶୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri