Posted inଜାତୀୟ

କରୋନା ସଂକ୍ରମିତ, କଣ୍ଟେନମେଣ୍ଟଜୋନ୍‌ର ଛାତ୍ରୀଛାତ୍ରଙ୍କ ପାଇଁ ଅକ୍ଟୋବର ୧୪ରେ ହେବ ନିଟ୍ ପରୀକ୍ଷା

ନୂଆଦିଲ୍ଲୀ,୧୨ ।୧୦: କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ନ୍ୟାଶନାଲ ଇଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି) ବା ନିଟ୍ ପରୀକ୍ଷା । ହେଲେ ଏହି ସମୟରେ ଯେଉଁ ପିଲାମାନେ କରୋନାରେ ସଂକ୍ରମିତ ହୋଇଥିଲେ ଅବା କଣ୍ଟେମେଣ୍ଟ ଜୋନ୍‌ରେ ରହୁଥିଲେ ସେମାନେ ଏହି ପରୀକ୍ଷା ଦେଇ ପାରି ନାହାନ୍ତି । ତେଣୁ ଅକ୍ଟୋବର ୧୪ରେ ସେମାନେ ଏହି ପରୀକ୍ଷା ଦେଇପାରିବେ ବୋଲି ସୋମବାର ସୁପ୍ରିମକୋର୍ଟ ପ୍ରକାଶ କରିଛନ୍ତି । ୧୬ ଅକ୍ଟୋବରରେ ଏହାର ଫଳାଫଳ ଜଣାପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?