Posted inଜାତୀୟ

ଅଗ୍ନିପଥ, ଗୁଜରାଟ ଦଙ୍ଗାକୁ ନେଇ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ସ୍ୱାଗତ କଲା ଭାଜପା

ହାଇଦ୍ରାବାଦ,୩ ।୭: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ୨ ଦିନ ହେବ ହାଇଦ୍ରାବାଦରେ ଆରମ୍ଭ ହୋଇଛି । ଦ୍ୱିତୀୟ ଅର୍ଥାତ୍ ଶେଷ ଦିନରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜନୈତିକ ପ୍ରସ୍ତାବ ଉପସ୍ଥାପନ କରିଥିବା ବେଳେ ଏହାକୁ ପାସ୍ କରି ଦିଆଯାଇଛି । ଏହି ପ୍ରସ୍ତାବରେ ଗୁଜରାଟ ଦଙ୍ଗାକୁ ନେଇ ସୁପ୍ରିମକୋର୍ଟ ଯେଉଁଭଳି ଭାବେ ରାୟ ଦେଇଛନ୍ତି ତାକୁ ଭାଜପା ସ୍ୱାଗତ କରିଛି । ସେହିଭଳି ଭାଜପା ଏହି ବୈଠକରେ କହିଛି ଅପମାନ ସହିବା ପରେ ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ମାମଲାରେ ଚୁପ୍ ରହିଛନ୍ତି । ଏହାସହ କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବି ସ୍ୱାଗତ କରାଯାଇଛି ।
ଭାଜପାର ରାଷ୍ଟୀୟ କାର୍ଯ୍ୟକାରିଣୀ ବୈଠକରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି, ଆମର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସମିତି ବୈଠକର ପ୍ରଥମ ଦିନରେ ଆମେ ଆର୍ଥିକ ସଂଳ୍ପକୁ ନେଇ ଚର୍ଚ୍ଚା କଲୁ । ଦ୍ୱିତୀୟ ଦିନ ରାଜନୈତିକ ସଂକଳ୍ପର ପାଳି । ସେ କହିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରସ୍ତାବ ଉପସ୍ଥାପନ କଲେ ଓ ଏହାକୁ ସର୍ବସମ୍ମତିରେ ପାସ କରାଗଲା ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ହଟ୍‌ସ୍ପଟ୍‌ ଚାନ୍ଦିନୀ ମହଲକୁ ଘୋଷଣା କରାଗଲା କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ କରୋନା ଭାଇରସର୍‌ ହଟ୍‌ସ୍ପଟ୍‌ କୁହାଯାଉଥିବା ଚାନ୍ଦିନୀ ମହଲ ଅଞ୍ଚଳରେ ରବିବାର ଆଉ ୨ଜଣଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ...

ଆର୍ୟନଙ୍କ ବିରୋଧରେ କୌଣସି ଠୋସ୍‌ ପ୍ରମାଣ ନାହିଁ: ମୁମ୍ବାଇ ହାଇକୋର୍ଟ

ମୁମ୍ବାଇ,୨୦ା୧୧: ଡ୍ରଗ୍ସ ମାମଲାରେ ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ୟନଙ୍କ ବିରୋଧରେ ମୁମ୍ବାଇ ହାଇକୋର୍ଟ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ଆଜି ଆର୍ୟନ ମୁମ୍ବାଇ ହାଇକୋର୍ଟଙ୍କଠାରୁ...

ଦୈନିକ ସଂକ୍ରମଣ ୭ ଶହ ତଳେ…

ନୂଆଦିଲ୍ଲୀ, ୨୦।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ଟ୍ରମ୍ପଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଏହି କଥାବର୍ତ୍ତା ସମୟରେ ଉଭୟ ନେତା କହିଛନ୍ତି...

ଦହିହାଣ୍ଡି ଭଙ୍ଗା ଉତ୍ସବରେ ୧୩୩ ଆହତ

ମୁମ୍ବାଇ, ୨୫।୮: ମହାରାଷ୍ଟ୍ର ମୁମ୍ବାଇରେ ଦହିହାଣ୍ଡି ଭଙ୍ଗା ଉତ୍ସବରେ ବିଭିନ୍ନ ସ୍ଥାନରେ ହ୍ୟୁମାନ ପିରାମିଡ୍‌ ଭାଙ୍ଗିଯିବାରୁ ୧୩୩ ଜଣ ଆହତ ହୋଇଛନ୍ତି। ମୁମ୍ବାଇରେ ୧୧୯ ଜଣ...

ହାଇଦ୍ରାବାଦ ପରେ ମୁମ୍ବାଇରେ ପ୍ରବଳ ବର୍ଷା: ରେଡ ଆଲର୍ଟ ଜାରି

ମୁମ୍ବାଇ,୧୫ ।୧୦:ହାଇଦ୍ରାବଦରେ ବୁଧବାର ହୋଇଥିବା ବର୍ଷାରେ ରାସ୍ତା ଉପରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା । ଏବେ ବର୍ଷାରେ ମୁମ୍ବାଇ ହୋଇଛି ବେହାଲ ।...

ଚାଇନା ସୀମାରେ ବଢ଼ୁଛି ଉତ୍ତେଜନା: ଆଉ ୩୫ ହଜାର ଯବାନ ମୁତୟନ ହେବେ

ନୂଆଦିଲ୍ଲୀ,୩୧ା୭:ଚାଇନା ସୀମାରେ ଦୀର୍ଘଦିନ ହେଲା ଉତ୍ତେଜନା ଲାଗି ରହିଛି। ବିବାଦର ସମାଧାନ ପାଇଁ ଦୁଇଦେଶ ପକ୍ଷରୁ ଉଦ୍ୟମ ଜାରି ରହିଥିଲାବେଳେ ଭାରତ ଅତିରିକ୍ତ ୩୫ ହଜାର...

ବିଦେଶ ଯିବାକୁ ରିଆଙ୍କୁ ମିଳିଲା ଅନୁମତି

ମୁମ୍ବାଇ,୧ ।୬: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଜଡିତ ଡ୍ରଗ୍ସ ମାମଲରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତିଙ୍କୁ ସମାନ୍ୟ ଆଶ୍ୱସ୍ତି ମିଳିଛି...

Advertisement
Archives

Model This Week