Posted inଜାତୀୟ

କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ଝଟକା, କୋର୍ଟ କହିଲେ ୩ ମାସ ମଧ୍ୟରେ ନିଜେ ହଟାନ୍ତୁ ଅବୈଧ ନିର୍ମାଣ ନଚେତ…

ନୂଆଦିଲ୍ଲୀ,୨୬ ।୯: କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ବଡ ଝଟକା ଲାଗିଛି । କୋର୍ଟ କେନ୍ଦ୍ରମନ୍ତ୍ରୀଙ୍କ ସେହି ଆବେଦନକୁ ଖାରଜ କରିଦେଇଛନ୍ତି ଯେଉଁଥିରେ ‘ଆଦିଶ ବଙ୍ଗଳା’ରେ କଥିତ ଭାବେ ଅନଧିକୃତ ନିର୍ମାଣକୁ ଭାଙ୍ଗିବାକୁ ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରୋକିବାକୁ ଆବେଦନ କରାଯାଇଥିଲା । କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ନାରାୟଣ ରାଣେ ଆସନ୍ତା ୨ ମାସ ମଧ୍ୟରେ ନିଜେ ଅବୈଧ ନିର୍ମାଣକୁ ଭାଙ୍ଗିବେ । ଏମିତି ନ କଲେ ବୃହାନମୁମ୍ବାଇ ମହାନଗର ପାଳିକା କୋଠାକୁ ଭାଙ୍ଗିଦେବ ।

ଆରଟିଆଇ ଆକ୍ଟିଭିଷ୍ଟ ସନ୍ତୋଷ ଦୌଂଡକର ବିଏମସିରେ ଅଭିଯୋଗ କରିଥିଲେ କି ନାରାୟଣ ରାଣେଙ୍କ ବଙ୍ଗଳାରେ ଅନଧିକୃତ ନିର୍ମାଣ କରାଯାଇଛି । ବିଏମସି ଜୁହୁ ସ୍ଥିତ ଅଦିଶା ବଙ୍ଗଳାକୁ ଧାରା ୩୫୧(୧)ର ନୋଟିସ ଜାରି କରି କୁହାଯାଇଥିଲା କି କେନ୍ଦ୍ର ମନ୍ତ୍ରୀ ଅନଧିକୃତ ନିର୍ମାଣ କରିଛନ୍ତି । ଏହାପରେ ବିଏମସି ଅଧିକାରୀ ତାଙ୍କୁ ପ୍ରମାଣ କରିବାକୁ କହିଥିଲେ କି ବଙ୍ଗଳାରେ କରାଯାଇଥିବା ପରିବର୍ତ୍ତନ ସ୍ୱୀକୃତ କରାଯାଇଥିବା ନକ୍ସା ଅନୁସାରେ କରାଯାଇଛି । ଏହାପରେ ରାଣେ ସମସ୍ତ ଦସ୍ତାବିଜ ନଗର ପାଳିକାକୁ ଦେଖାଇଥିଲେ ହେଲେ ବିଏମସି ତାଙ୍କ ଜବାବରେ ସନ୍ତୁଷ୍ଟ ହୋଇ ନ ଥିଲା ଓ ପରେ ତାଙ୍କୁ ପୁଣି ନୋଟିସ ପଠାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri