Posted inଜାତୀୟ

ବଢିଲା ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଅବଧି

ନୂଆଦିଲ୍ଲୀ,୨୪।୭: ଆମ ଆଦମୀ ପାର୍ଟି((ଏଏପି) ନେତା ତଥା ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଅବଧିକୁ ବୃଦ୍ଧି କରିଛନ୍ତି ସୁପ୍ରିମକୋର୍ଟ। ସୋମବାର ମେଡିକାଲ ଗ୍ରାଉଣ୍ଡରେ ଏହି ଜାମିନ ଅବଧିକୁ ବୃଦ୍ଧି କରିଛନ୍ତି କୋର୍ଟ। ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଜାମିନରେ ରହିବେ ବୋଲି କୋର୍ଟ କହିଛନ୍ତି।
ଜୈନଙ୍କ ପାଇଁ ମାମଲା ଲଢୁଥିବା ବରିଷ୍ଠ ଆଇନଜୀବୀ ଅଭିଶେକ ମନୁ ସିଂଭି କହିଥିଲେ ସତ୍ୟେନ୍ଦ୍ର ଜୈନଙ୍କର ମେରୁଦଣ୍ଡର ଅପରେଶନ ହୋଇଥିବାରୁ ତାଙ୍କୁ କିଛିଦିନ ଆରାମ କରିବା ଦରକାର। ଏହାର ପରବର୍ତ୍ତି ଶୁଣାଣି ଅଗଷ୍ଟ ୨୧ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri