Posted inଜାତୀୟ

ଅଜିତ ଗୋଷ୍ଠୀର ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା ନିଷ୍ପତ୍ତି ୨ ସପ୍ତାହ ଘୁଞ୍ଚିଲା

ନୂଆଦିଲ୍ଲୀ,୩୦।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ଏନ୍‌ସିପି ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ବିଧାନସଭା ବାଚସ୍ପତି ରାହୁଲ ନରଓ୍ବେକର ନିଷ୍ପତ୍ତି ନେବା ସମୟସୀମାକୁ ସୁପ୍ରିମକୋର୍ଟ ଫେବୃଆରୀ ୧୫ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ସେମାନଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଶରଦ ପାଓ୍ବ୍‌ାରଙ୍କ ଗୋଷ୍ଠୀ ପକ୍ଷରୁ ଆବେଦନ କରାଯାଇଥିଲା। ଅଜିତଙ୍କ ଗୋଷ୍ଠୀରେ ଥିବା ୯ ବିଧାୟକଙ୍କ ସଦସ୍ୟତା ରଦ୍ଦ ଲାଗି ଶରଦ ପାଓ୍ବାରଙ୍କ ଗୋଷ୍ଠୀ ପକ୍ଷରୁ ଜୟନ୍ତ ପାଟିଲ ପିଟିଶନ ଦାଖଲ କରିଥିଲେ।

ଜାନୁଆରୀ ୩୧ ସୁଦ୍ଧା ଏହା ଉପରେ ନିଷ୍ପତ୍ତି ନେବା ପାଇଁ ସର୍ବୋଚ୍ଚ ଅଦାଲତ ଗତବର୍ଷ ଅକ୍ଟୋବର ୩୦ରେ ବାଚସ୍ପତିଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୋମବାର ଶୁଣାଣି ବେଳେ ବାଚସ୍ପତିଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ହାଜର ହୋଇ ଅଯୋଗ୍ୟ ଘୋଷଣା ନିଷ୍ପତ୍ତି ନେବା ପାଇଁ ଆଉ ୨ ସପ୍ତାହ ସମୟ ଦେବାକୁ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣଣ୍ଡପୀଠକୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri