Posted inଜାତୀୟ

ପାକିସ୍ତାନ ଜେଲରେ ୫୦ ବର୍ଷ ଧରି ବନ୍ଦୀ ଥିବା ମେଜରଙ୍କ ମୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ଏସ୍‌ସିଙ୍କ ଜବାବ୍‌ ତଲବ…

ନୂଆଦିଲ୍ଲୀ, ୧୩।୪ : ପାକିସ୍ତାନ ଜେଲରେ ୫୦ ବର୍ଷ ଧରି ବନ୍ଦୀ ଥିବା ମେଜର କନଓ୍ବଲଜିତ୍‌ ସିଂଙ୍କ ମୁକ୍ତି ନେଇ କେନ୍ଦ୍ର ସରକାରଙ୍କୁ ଜବାବ୍‌ ତଲବ କରିଛନ୍ତି ସୁପ୍ରିମ୍‌କୋର୍ଟ (ଏସ୍‌ସି)। ଏହାର ଶୁଣାଣି ୩ ସପ୍ତାହ ପରେ ହେବ ବୋଲି କୋର୍ଟ କହିଛନ୍ତି।

ବନ୍ଦୀ ମେଜର କନଓ୍ବଲଜିତ୍‌ଙ୍କ ସ୍ତ୍ରୀ ଜସବୀର କୌର ତାଙ୍କ ସ୍ବାମୀଙ୍କ ମୁକ୍ତି ଦାବି କରି ଏକ ପିଟିଶନ ଦାଖଲ କରିଥିଲେ। ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଜାରି କରିଛନ୍ତି।

୧୯୭୧ ଭାରତ ପାକିସ୍ତାନ ଯୁଦ୍ଧରେ ମେଜର କନଓ୍ବଲଜିତ୍‌ଙ୍କୁ ଯୁଦ୍ଧବନ୍ଦୀ ଭାବେ ପାକିସ୍ତାନ ସୈନ୍ୟ ଗିରଫ କରିଥିଲେ। ପାକିସ୍ତାନ ଜେଲରେ ଏବେ ମଧ୍ୟ ୧୯୭୧ ଯୁଦ୍ଧବନ୍ଦୀ ଭାବେ ୫୪ ଜଣ ଭାରତୀୟ ସୈନ୍ୟ ରହିଥିବା ପିଟିଶନ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri