Odisha Elections 2024
Posted inଜାତୀୟ

ମହୁଆଙ୍କ ଆବେଦନ ଉପରେ ଆଜି ସୁପ୍ରିମକୋର୍ଟ କରିବେ ଶୁଣାଣି

ନୂଆଦିଲ୍ଲୀ,୧୫।୧୨: ଟଙ୍କା ନେଇ ପ୍ରଶ୍ନ ପଚାରିବା ମାମଲାରେ ଲୋକ ସଭାରୁ ବହିଷ୍କାର ବିରୋଧରେ ତୃଳମୂଳ କଂଗ୍ରେସ ନେତା ମହୁଆ ମୋଇତ୍ରାଙ୍କ ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିବେ। ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରିବ। ବୁଧବାର ମୋଇତ୍ରା ତାଙ୍କ ପିଟିଶନର ଶୀଘ୍ର ଶୁଣାଣି ପାଇଁ ଅନୁରୋଧ କରିଥିଲେ। ଏହା ପରେ ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ ଆଶ୍ୱାସନା ଦେଇ କହିଥିଲେ ଯେ ଶୀର୍ଷ ଅଦାଲତ ଶୀଘ୍ର ସୂଚୀବଦ୍ଧ କରି ଅନୁରୋଧ ଉପରେ ବିଚାର କରିବେ।

ଗତ ସପ୍ତାହରେ ଟଙ୍କା ନେଇ ପ୍ରଶ୍ନ ପଚାରିବା ମାମଲାରେ ମହୁଆଙ୍କୁ ଲୋକ ସଭାରୁ ବହିଷ୍କାର କରାଯାଇଥିଲା। ମୋଇତ୍ରା ଲୋକ ସଭାର ଏଥିକ୍ସ କମିଟି ଉପରେ ପ୍ରର୍ଯ୍ୟାପ୍ତ ପ୍ରମାଣ ବିନା ନିଷ୍ପତ୍ତି ନେବା ଏବଂ ଅବାଧ୍ୟତାର ଅଭିଯୋଗ ଆଣିଥିଲେ। ସୂଚନାଯୋଗ୍ୟ, ଲୋକ ସଭା ସଦସ୍ୟତା ରଦ୍ଦ ହେବା ବିରୋଧରେ ମହୁଆ ସୋମବାର ନିଜେ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କେନ୍ଦ୍ର ଶୌଚାଳୟରେ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ଶିବସେନା (ୟୁବିଟି)ର ପୋଲିଂ ବୁଥ ଏଜେଣ୍ଟ ମନୋହର ନାଲେଜ(୬୨)ଙ୍କ ମୃତଦେହ ମୁମ୍ବାଇର ୱର୍ଲି ଅଞ୍ଚଳରେ ଥିବା ଏକ ମତଦାନ ବୁଥର ଶୌଚାଳୟ ଭିତରୁ ଜବତ...

ନିର୍ବାଚନ ପ୍ରତିଦ୍ୱନ୍ଦିତା ମଧ୍ୟରେ ଫୁଟିଲା ଗୁଳି, ଜଣେ ମୃତ ୨ ଆହତ, ଭାଜପା ନେତା ଗିରଫ

ପାଟନା,୨୧।୫: ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କାରଣରୁ ମଙ୍ଗଳବାର (ମେ’୨୧) ସକାଳେ ବିହାରର ଛପ୍ରାଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ଜଣଙ୍କର ମତ୍ୟୁ...

କେଜ୍‌ରିଓ୍ବାଲଙ୍କ ଟେନ୍‌ସନ ବଢାଇଲା ଇଡି, ଆତ୍ମସମର୍ପଣର ତାରିଖ ପୂର୍ବରୁ…

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମସ୍ୟା ବଢାଇଦେଇଛି। ଜୁନ ୨ରେ ଆତ୍ମସମର୍ପଣ ସମୟରେ ଇଡି ଏଏପି ସଂଯୋଜକ...

ଭାବପ୍ରବଣ ହେଲେ ରାହୁଲ ଗାନ୍ଧୀ: ବାପାଙ୍କ ପାଇଁ ଲେଖିଲେ ଏମିତି କଥା

ନୂଆଦିଲ୍ଲୀ,୨୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ପିତା ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ପୁଣ୍ୟତିଥିରେ ଏକ ଭାବପ୍ରବଣ ବାର୍ତ୍ତା ଲେଖିଛନ୍ତି। ମଙ୍ଗଳବାର...

ଇରାନ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଆଜି ଭାରତରେ ଶୋକ: ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୋମବାର ଦୁର୍ଘଟଣାସ୍ଥଳରୁ ରଇସିଙ୍କ ମୃତଦେହ ମିଳିଥିବା ସରକାରୀ ଗଣମାଧ୍ୟମରେ ସ୍ପଷ୍ଟ କରାଯାଇଛି। ରବିବାର...

ମମତାଙ୍କୁ ଲିଗାଲ ନୋଟିସ୍‌

କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍‌ଏସ୍‌)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍‌ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ...

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri