Posted inଜାତୀୟ

ବିଧାୟକଙ୍କ ଅଯୋଗ୍ୟତା ମାମଲା ଉପରେ ଶୁଣାଣି କରିବେ ସୁପ୍ରିମକୋର୍ଟ

ମୁମ୍ବାଇ,୧୮।୯: ଆସନ୍ତା ସପ୍ତାହରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହ ଜଡିତ ବିଧାୟକଙ୍କ ଅଯୋଗ୍ୟତା ସମ୍ବନ୍ଧୀୟ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କୁ କହିଛନ୍ତି। ଏହି ଶୁଣାଣିରେ ସେ ମାମଲାର ସମାଧାନ ପାଇଁ ସମୟ ସୀମା ସ୍ଥିର କରିବେ। ଦୁଇ ସପ୍ତାହ ପରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରିବେ ବୋଲି କହିବା ସହ ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ବିଷୟରେ ତାଙ୍କୁ ସୂଚନା ଦେବା ଉଚିତ୍‌ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ଅଦାଲତ କହିଛନ୍ତି , ଅଯୋଗ୍ୟତା ମାମଲା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରହିପାରିବ ନାହିଁ। ଉଦ୍ଧବ ଠାକରେ ଗୋଷ୍ଠୀ ନେତା ସୁନୀଲ ପ୍ରଭୁ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଛନ୍ତି। ଏହି ଆବେଦନରେ କୁହାଯାଇଛି ଯେ, ୧୧ ମେ’ରେ କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ବାଚସ୍ପତି କାର୍ଯ୍ୟାଳୟ ଶନ୍ଦେ କ୍ୟାମ୍ପ ବିଧାୟକଙ୍କ ଅଯୋଗ୍ୟତା ଉପରେ ଶୁଣାଣି ତ୍ୱରାନ୍ବିତ କରିନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଝିଅ ବାଂସୁରୀ: ଲେଖିଲେ ଭାବପ୍ରବଣ ପୋଷ୍ଟ

ନୂଆଦିଲ୍ଲୀ,୬।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ଆଜି ପୂଣ୍ୟତିଥି। ଏହି ଅବସରରେ ସୁଷମା ସ୍ବରାଜଙ୍କ ଝିଅ ବାଂସୁରୀ ସ୍ବରାଜ ତାଙ୍କୁ...

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ...

ଅପରାଧୀ ପୁଅର ମୃତଦେହ ନେବାକୁ ମନାକଲେ ମା’

କାନପୁର,୧୦।୭: ପୋଲିସ ଏନ୍‌କାଉଣ୍ଟରରେ ଶୁକ୍ରବାର କୁଖ୍ୟାତ ଅପରାଧୀ ବିକାଶ ଦୁବେଙ୍କ ମୃତ୍ୟୁ ପରେ ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ କରାଯାଇଥିଲା। ଏହା ପୂର୍ବରୁ ତାଙ୍କର କରୋନା ଟେଷ୍ଟ...

ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭାଗଓ୍ବନ୍ତ ମାନ

ଚଣ୍ଡିଗଡ,୧୬।୩: ପଞ୍ଜାବର ୧୮ତମ ମୁଖ୍ୟମନ୍ତ୍ରୀ ଭାବରେ ଆମ ଆଦମୀ ଦଳର ନେତା ଭାଗଓ୍ବନ୍ତ ମାନ ବୁଧବାର ଶପଥ ନେଇଛନ୍ତି। ଶହୀଦ ଭଗତ ସିଂଙ୍କ ଜନ୍ମସ୍ଥାନ ଖଟକର...

ମଝି ଆକାଶରେ ଯାତ୍ରୀ-କ୍ରୁ ସଦସ୍ୟ ଝଗଡ଼ା: ଜରୁରୀକାଳୀନ ଅବତରଣ କଲା ବିମାନ…

ନୂଆଦିଲ୍ଲୀ,୧୦।୪ : ଏୟାର ଇଣ୍ଡିଆର ଦିଲ୍ଲୀ-ଲଣ୍ଡନ (ଏଆଇ-୧୧୧) ବିମାନ ଉଡ଼ାଣ ପରେ ପୁଣି ଫେରି ଆସିଛି। ଏହାର ଜରୁରୀକାଳୀନ ଅବତରଣ କରାଯାଇଛି। ଏୟାର ଇଣ୍ଡିଆ ନିଶ୍ଚିତ...

ଦେଶର ସବୁ କିଛି ବିକ୍ରି କରି ଦେଇଛନ୍ତି ମୋଦି ସରକାର: ସଚିନ ପାଇଲଟ…

ନୂଆଦିଲ୍ଲୀ,୬।୧୧ : ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ରବିବାର ହିମାଚଳ ପ୍ରଦେଶର ନିର୍ବାଚନ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି...

ଅରାଜକତା ସୃଷ୍ଟି କରିବ ବିକ୍ଷୋଭ

ନୂଆଦିଲ୍ଲୀ,୭-୨(ପି.ଟି.):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନକୁ ବିପକ୍ଷ ଦଳଗୁଡ଼ିକ ଉସୁକାଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ତୀବ୍ର ସମାଲୋଚନା କରିଛନ୍ତି। ପାର୍ଲାମେଣ୍ଟ କିମ୍ବା ରାଜ୍ୟ...

୬୪% ଭାରତୀୟଙ୍କୁ ଦୈନିକ ୩ରୁ ଅଧିକ ସ୍ପାମ୍‌ କଲ୍‌

ନୂଆଦିଲ୍ଲୀ,୧୮।୫: ଭାରତୀୟମାନେ ସର୍ବାଧିକ ବିରକ୍ତିକର ଫୋନ୍‌ କଲ୍‌ ପାଉଛନ୍ତି। କେହି ଫୋନ୍‌ ଯୋଗେ ସୁବିଧାରେ ଋଣ ନେବା କିମ୍ବା ସମ୍ପତ୍ତି ବିକ୍ରି କରିବା ପାଇଁ ଉଦ୍ୟମ...

Advertisement
Archives

Model This Week