ବହୁ ଚର୍ଚ୍ଚିତ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ମୃତ୍ୟୁ ମାମଲାର ତଦନ୍ତ ଏବେ ସିବିଆଇ କରିବ। ତଦନ୍ତରେ ମୁମ୍ବାଇ ପୋଲିସ ସହଯୋଗ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।