Posted inଜାତୀୟ

ଦିଲ୍ଲୀ ଏମସିଡି ନିର୍ବାଚନ ଉପରେ ଲାଗିବନି ରୋକ: ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୨: ଦିଲ୍ଲୀ ଏମସିଡି ନିର୍ବାଚନ ଉପରେ ରୋକ ଲଗାଇବାକୁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। କୋର୍ଟ କହିଛନ୍ତି, ସମୟ ଗଡିବା ସହିତ ଏହି ଆବେଦନ ଭିତ୍ତିହୀନ ହୋଇଛି। ତେଣୁ ଏହା ଉପରେ ରୋକ ଲଗାଯିବ ନାହିଁ।
ନ୍ୟାଶ୍‌ନାଲ୍‌ ୟୁଥ୍‌ ପାର୍ଟି ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଶୁଣାଣି କରିଥିଲେ। ଏଥିରେ ନିର୍ବଚନ ପାଇଁ ୱାର୍ଡର ସୀମା ନିର୍ଦ୍ଧାରଣ କରାଯିବା ସହିତ ଏମସିଡି ନିର୍ବାଚନକୁ ରୋକ କରିବାକୁ ଦାବି କରାଯାଇଥିଲା। ଜଷ୍ଟିସ ସଞ୍ଜୟ କିଶାନ କୌଲ ଏବଂ ଅଭୟ ଏସ ଓକାଙ୍କ ଏକ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି କହିଛନ୍ତି, ରବିବାର ମତଦାନ ହେବ, ତେଣୁ ସେମାନେ ଏହି ସମୟରେ ନିର୍ବାଚନରେ ହସ୍ତକ୍ଷେପ କରିପାରିବେ ନାହିଁ। ଆବେଦନକାରୀ ନଭେମ୍ବର ୯ରେ ଦିଲ୍ଲୀ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରିଥିଲେ, ଯେଉଁଥିରେ କୋର୍ଟ ମ୍ୟୁନିସିପାଲିଟି ନିର୍ବାଚନରେ ହସ୍ତକ୍ଷେପ କରିବାକୁ ମନା କରିଦେଇଥିଲେ।
ସୂଚନାଯୋଗ୍ୟ, ଦିଲ୍ଲୀ ଏମସିଡି ନିର୍ବାଚନ ପାଇଁ ଭୋଟ ଡିସେମ୍ବର ୪ରେ ଅନୁଷ୍ଠିତ ହେବ। ଏବଂ ଭୋଟ ଗଣନା ଡିସେମ୍ବର ୭ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ଯୁଦ୍ଧବିରତିକୁ ନେଇ ଖାମେନେଇଙ୍କ ବଡ଼ ବୟାନ, କହିଲେ ଟ୍ରମ୍ପ…

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଉଭୟ ଦେଶ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି । ଏହି ସମୟରେ,…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri