Posted inଜାତୀୟ

ବାଣ ନିଷେଧାଦେଶ ବିରୋଧରେ ହୋଇଥିବା ଆବେଦନ ଖାରଜ: ସୁପ୍ରିମକୋର୍ଟ କହିଲେ, ଲୋକଙ୍କୁ ନିର୍ମଳ ପବନରେ ନିଶ୍ୱାସ ନେବାକୁ ଦିଅନ୍ତୁ

ନୂଆଦିଲ୍ଲୀ,୨୦।୧୦: ଦିଲ୍ଲୀରେ ବାଣ ସମ୍ପୂର୍ଣ୍ଣ ନିଷେଧାଦେଶ ବିରୋଧରେ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ତୁରନ୍ତ ଶୁଣାଣି କରିବାକୁ ମନା କରି ଦେଇଛନ୍ତି। କୋର୍ଟ ଏକ ଆବେଦନକୁ ଖାରଜ କରି କହିଛନ୍ତି ଯେ, ଲୋକଙ୍କୁ ନିର୍ମଳ ପବନରେ ନିଶ୍ୱାସ ନେବାକୁ ଦିଅନ୍ତୁ, ଉତ୍ସବ ପାଳନ କରିବାର ଅନ୍ୟ ଉପାୟ ଅଛି, ଆପଣ ମିଠା ପାଇଁ ଟଙ୍କା ଖର୍ଚ୍ଚ କରିପାରିବେ।
ଆବେଦନକାରୀ ଭାଜପା ନେତା ତଥା ଏମ୍‌ପି ମନୋଜ ତିୱାରୀଙ୍କ ଓକିଲ ନଡା ପ୍ରଦୂଷଣ ମାମଲାକୁ କୋର୍ଟରେ ରଖିବାକୁ ଚେଷ୍ଟା କରିଥିଲେ। ଏହା ଉପରେ କୋର୍ଟ କହିଛନ୍ତି ଯେ, ଆମେ ପରେ ଏହି ମାମଲାର ଶୁଣାଣି କରିବୁ।
ଦିଲ୍ଲୀ ହାଇକୋର୍ଟ ଦିଲ୍ଲୀ ପ୍ରଦୂଷଣ ନିୟନ୍ତ୍ରଣ କମିଟି (ଡିପିସିସି)ର ସମସ୍ତ ପ୍ରକାର ବାଣ ବିକ୍ରୟ ତଥା ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଲାଗୁ କରିବାକୁ ନିଷ୍ପତ୍ତି ଉପରେ ଚ୍ୟାଲେଞ୍ଚ୍‌ କରାଯାଉଥିବା ଆବେଦନକୁ ବିଚାର କରିବାକୁ ମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri