Posted inଜାତୀୟ

ସଂସ୍କୃତକୁ ରାଷ୍ଟ୍ରଭାଷା ଘୋଷଣା ଆବେଦନ ଖାରଜ

ନୂଆଦିଲ୍ଲୀ,୩ା୯: ସଂସ୍କୃତକୁ ଭାରତର ଜାତୀୟ ଭାଷା ଘୋଷଣା କରିବା ଲାଗି ଦାଏର ଏକ ପିଟିଶନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। କୌଣସି ଭାଷାକୁ ଜାତୀୟ ମାନ୍ୟତା ଦେବା ଏକ ନୀତିଗତ ନିଷ୍ପତ୍ତି ହୋଇଥିବାରୁ ଏଥିପାଇଁ କୋର୍ଟ ନିର୍ଦ୍ଦେଶ ଦେଇପାରିବେ ନାହିଁ। ଏଥିପାଇଁ ସମ୍ବିଧାନ ସଂଶୋଧନର ଆବଶ୍ୟକ ଥିବା ଦର୍ଶାଇ ଜଷ୍ଟିସ ଏମ୍‌.ଆର୍‌. ଶାହା ଏବଂ କ୍ରିଷ୍ଣ ମୁରାରୀଙ୍କ ଖଣ୍ଡପୀଠ ପିଟିଶନକୁ ଅଗ୍ରାହ୍ୟ କରିଦେଇଥିଲେ।
ଭାରତର କେତୋଟି ସହରରେ ସଂସ୍କୃତ ଭାଷାରେ ଲୋକେ କଥା ହେଉଛନ୍ତି। ଆବେଦନକାରୀ ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ତଥା ଆଇନଜୀବୀ କେ.ଜି. ବଞ୍ଜାରା ସଂସ୍କୃତ ଭାଷା କୁହନ୍ତି କି ଏବଂ ସଂସ୍କୃତରେ ସେ ଗୋଟିଏ ଧାଡ଼ି ଆବୃତ୍ତି କରିପାରିବେ କି ବୋଲି ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ଅନ୍ୟପକ୍ଷରେ ସଂସ୍କୃତ ଭାଷା ସବୁ ଭାଷାର ଜନନୀ ବୋଲି ଆବେଦନକାରୀଙ୍କ ଓକିଲ ଖଣ୍ଡପୀଠଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ରହିଗଲା ଦୁବାଇ ସ୍ବପ୍ନ: ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ

ଅମରାବତୀ,୨୩।୯: ସୋସିଆଲ ମିଡିଆରେ ଟିକ୍‌ଟକ୍‌ ଭିଡିଓର ଏବେ ଟ୍ରେଣ୍ଡ ଚାଲିଥିବା ବେଳେ ଏଥିଯୋଗୁ କେତେକଙ୍କ ଜୀବନ ମଧ୍ୟ ଯାଇସାରିଲାଣି। ହେଲେ କାହାରିବି ଚେତା ପଶୁନି। କିଛି...

ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌

ନୂଆଦିଲ୍ଲୀ,୧୪।୮: ବାଲାକୋଟ୍‌ ଏୟାର ଷ୍ଟ୍ରାଇକ୍‌ କରିଥିବା ୫ ପାଇଲଟ୍‌ଙ୍କୁ ବାୟୁସେନା ମେଡାଲ୍‌ ପ୍ରଦାନ କରାଯିବ। ତାଙ୍କର ବୀରତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ସମ୍ମାନରେ ସମ୍ମାନୀତ...

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଗୁହାରି କଲେ ଚାଷୀ ନେତା ରାକେଶ ଟିକାଏତ

ନୂଆଦିଲ୍ଲୀ,୨୪ ।୯: ଭାରତୀୟ କୃଷକ ୟୁନିୟନର ରାଷ୍ଟ୍ରୀୟ ପ୍ରବକ୍ତା ତଥା କୃଷକ ନେତା ରାକେଶ ଟିକାଏତ ଦେଶର ସମସ୍ୟା ଉପରେ ବିଦେଶୀ ହସ୍ତକ୍ଷେପ ଚାହୁଁଛନ୍ତି ।...

ଲୋକଙ୍କ ଜୀବନ ଯାଉ ପଛେ, ସରକାରଙ୍କ ଜିଏସ୍‌ଟି ରହୁ: ରାହୁଲ…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଭାକ୍ସିନ୍‌ ଦାମ୍‌ ନେଇ କିଛି ଦିନ ତଳେ...

ବିବାହ ବେଦୀରୁ ଉଠି ୧୦ ମିନଟ୍‌ରେ ପହଞ୍ଚିଲେ ପରୀକ୍ଷା ହଲ୍‌ରେ

ବେଙ୍ଗାଲୁରୁ,୬।୨: ଜଣେ ୨୪ ବର୍ଷୀୟା ଏମ୍‌. କମ୍‌ ଛାତ୍ରୀ ହର୍ଷିତା ଏବେ ସମସ୍ତଙ୍କ ପାଇଁ ଉଦାହରଣ ପାଲଟି ଯାଇଛନ୍ତି। ବେଙ୍ଗାଲୁରୁର ଏହି ଛାତ୍ରୀ ଜଣଙ୍କ ଘର...

ଅପରିଷ୍କାର ପରିବେଶ ପାଇଁ ଅବିବାହିତ ରହୁଛନ୍ତି ଯୁବକ

ଲକ୍ଷ୍ନୌ,୩।୧୧: ସ୍ବଚ୍ଛ ଭାରତ ଅଭିଯାନରେ ଏବେ ଗାଁ ଠାରୁ ସହର ସମସ୍ତେ ସାମିଲ ହୋଇଛନ୍ତି ସତ। ହେଲେ ଏବେ ଉତ୍ତର ପ୍ରଦେଶର କାନପୁର ଜିଲା ନିକଟରେ...

ବିପିଏଲ କାର୍ଡଧାରୀଙ୍କ ପାଇଁ ଶସ୍ତା ହେବ ପେଟ୍ରୋଲ

ରାଞ୍ଚି,୨୯।୧୨: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବୁଧବାର ରାଜ୍ୟର ବିପିଏଲ କାର୍ଡଧାରୀମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ବିପିଏଲ କାର୍ଡଧାରୀଙ୍କ ପାଇଁ ପେଟ୍ରୋଲ ଦର ହ୍ରାସ...

ଖୁସି ଖବର: ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ଟିକା ପ୍ରାଣୀଙ୍କଠାରେ ସଫଳ

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ହାଇଦ୍ରାବାଦ୍‌ ସ୍ଥିତ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍‌ କରୋନା ଟିକା...

Advertisement
Archives

Model This Week