Posted inଜାତୀୟ

ଭିକ୍ଷାବୃତ୍ତିକୁ ନିଷିଦ୍ଧ ଘୋଷଣା କରିଥିବା ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ,୧୦।୦୨: ବିଭିନ୍ନ ରାଜ୍ୟରେ ଭିକ୍ଷାବୃତ୍ତିକୁ ବେଆଇନ କରାଯାଇଛି। ଏ ସମ୍ପର୍କରେ ଦାଖଲ କରାଯାଇଥିବା ଏକ ଯାଚିକାର ଶୁଣାଣି କରିବାକୁ ରାଜି ହୋଇଯାଇଛନ୍ତି ସୁପ୍ରିମକୋର୍ଟ। ଅଶୋକ ଭୂଷଣ ଓ ଆର. ସୁଭାଷ ରେଡ୍ଡୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଗୁଜରାଟ, ପଞ୍ଜାବ, ହରିୟାଣା, ବିହାର ଓ ମହାରାଷ୍ଟ୍ର ସରକାରଙ୍କୁ ଏ ନେଇ ନୋଟିସ ଜାରି କରିଛନ୍ତି। ଦାଖଲ ହୋଇଥିବା ଯାଚିକା ଉପରେ ଉତ୍ତର ରଖିବା ପାଇଁ ଏହି ସମସ୍ତ ରାଜ୍ୟଗୁଡ଼ିକୁ ୬ ସପ୍ତାହର ସମୟ ଦିଆଯାଇଛି।

ଆଡକୋକେଟ ଏଚ୍‌.କେ. ଚତୁରବେଦି ୨୦୧୮ରେ ଦିଲ୍ଲୀ ହାଇକୋର୍ଟରେ ଭିକ୍ଷାବୃତ୍ତିକୁ ଅପରାଧ ଦର୍ଶାଉଥିବା ଆଇନକୁ ହଟାଇବା ପାଇଁ ଯୁକ୍ତି ବାଢ଼ିଥିଲେ। ଆଉ ଥରେ କେ ପୂରା ଦେଶରେ ଭିକ୍ଷାବୃତ୍ତିକୁ ଅପରାଧ ମୁକ୍ତ କରିବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ମୋଦି କହିଲେ ଶିକ୍ଷକ ଆମର ହିରୋ

ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁଦିବସ ଅବସରରେ ରାଷ୍ଟ୍ର ନିର୍ମାଣରେ ଶିକ୍ଷକଙ୍କ ଯୋଗଦାନର ପ୍ରଶଂସା କରିଛନ୍ତି। ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ କରି ଗଢି ତୋଳିବାରେ ଶିକ୍ଷକଙ୍କର...

କୁହୁଡ଼ି ନେଲା ୬ ଜୀବନ

କନୌଜ,୧୩।୨: ଉତ୍ତରପ୍ରଦେଶ କନୌଜ ଜିଲାରେ କୁହୁଡ଼ି ଯୋଗୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ତାଲଗ୍ରାମ୍‌ ଅଞ୍ଚଳର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ ଓ୍ବେରେ...

ସାର୍କ ଭିଡିଓ କନ୍‌ଫରେନ୍ସ ଆଜି

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୧୫ା୩(ପି.ଟି.): ଘାତକ କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ଲାଗି ମିଳିତ ରଣକୌଶଳ ପ୍ରସ୍ତୁତି ନିମନ୍ତେ ରବିବାର ଅପରାହ୍ନ ୫ଟାରେ ସାର୍କ ସଦସ୍ୟ ରାଷ୍ଟ୍ରଗୁଡ଼ିକ ଭିଡିଓ...

ଅରୁଣ ନେଲେ ୧୦୦ କୋଟି ତମ ଟିକା, ପ୍ରଧାନମନ୍ତ୍ରୀଙ୍କ ସହ ସେଲ୍‌ଫି ନେଇ ନ ଥିବାରୁ ଦୁଃଖିତ…

ନୂଆଦିଲ୍ଲୀ,୨୧।୧୦: ଭାରତ ଟିକାକରଣରେ ନୂଆ ଇତିହାସ ରଚିଛି। ଦେଶରେ ଇତିମଧ୍ୟରେ ୧୦୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଦେଶରେ ୧୦୦ କୋଟିତମ ଟିକା ନେଇଥିବା...

କଶ୍ମୀର ଆମ ହାତରୁ ଖସିଯାଇପାରେ: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବ ପରେ ହୁଏତ କେହି ବଡ ବଡ କଂଗ୍ରେସ ନେତା ଏହା ଉପରେ ପ୍ରତିକ୍ରିୟା ରଖି ନ ଥିଲେ।...

ମୋଦିଙ୍କୁ ଭେଟିଲେ ମମତା: କୁର୍ତ୍ତା, ମିଠା ଦେଲେ ଉପହାର

ନୂଆଦିଲ୍ଲୀ, ୧୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବୁଧବାର ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସୌଜନ୍ୟମୂଳକ ସାକ୍ଷାତ୍‌କାରରେ ମମତା ମୋଦିଙ୍କୁ କୁର୍ତ୍ତା...

୨୭ ପ୍ରତିଶତ ଓମିକ୍ରନ୍ ସଂକ୍ରମିତ ନା ବିଦେଶ ଫେରନ୍ତା, ନା କାହା ସଂସ୍ପର୍ଶରେ ଆସିଛନ୍ତି

ନୂଆଦିଲ୍ଲୀ,୨୪ ।୧୨: ଦେଶରେ ବେଳକୁ ବେଳ ଭୟଙ୍କର ରୂପ ନେଉଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ । ତେବେ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ମଧ୍ୟରୁ ୨୭...

ଦେଶର ସମସ୍ତ ଝିଅଙ୍କୁ ମିଳିଛି ନ୍ୟାୟ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୨୦।୩: ‘ନିର୍ଭୟା’ ଗଣବଳାତ୍କାର ଓ ହତ୍ୟା ଘଟଣାର ୪ଦୋଷୀଙ୍କୁ ଶୁକ୍ରବାର ଭୋର୍‌ ୫ଟା ୩୦ରେ ଫାଶୀ ଦିଆଯିବା ପରେ ନିର୍ଭୟାଙ୍କ ମା’ ଆଶା ଦେବୀ ନ୍ୟାୟପାଳିକା...

Advertisement
Archives

Model This Week