ବିଶୋଧନ ହେଲା ଏସ୍‌ସିବି ପରିସର

କଟକ ଅଫିସ,୫।୭- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ଅଗ୍ନିଶମ ବିଭାଗ ପକ୍ଷରୁ ମେଡିକାଲ ପରିସରକୁ ବିଶୋଧନ କରାଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀମାନେ କେମିକାଲ ବିଶୋଧନ ଛିଞ୍ଚନ କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରକୁ ଧରାଇ ଦେଲା ସିସିଟିଭି

ଲୋଇସିଂହା,୧୦।୯(ଡି.ଏନ.ଏ): ଏଟିଏମ କାର୍ଡ ଚୋରି କରି ଟଙ୍କା ଉଠାଇ ନେବା ଘଟଣାରେ ବଲାଙ୍ଗୀର ଜିଲା ଲୋଇସିଂହା ପୋଲିସ ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି।...

ପ୍ରେମୀଯୁଗଳଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ

ଝାରସୁଗୁଡ଼ା ଅଫିସ,୧୪ା୪: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅନ୍ତର୍ଗତ ରେଙ୍ଗାଲି କିଷାନପଡାର ଏକ ବନ୍ଦ କୋଠରିରୁ ପୋଲିସ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେମାନେ...

ଅଜଣା ଜନ୍ତୁର ପାଦଚିହ୍ନକୁ ନେଇ ଆତଙ୍କ

ମହାକାଳପଡ଼ା ,୨୧ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ଅଞ୍ଚଳ କାଜୁ ଜଙ୍ଗଲ ମଧ୍ୟ ନଳଗୋଠ ଫାର୍ମ ରାସ୍ତାରେ ଏକ କିମି ପର୍ଯ୍ୟନ୍ତ ଏକ...

ବର୍ଷାରେ ବେହାଲ ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭।୩(ଡି.ଏନ୍‌.ଏ.) ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ଶୁକ୍ରବାର ୫୧ ମିମି ବର୍ଷା ରେକର୍ଡ଼ କରାଯାଇଥିବାବେଳେ ଗୁରୁବାର ୩୪...

ବେଲପାହାଡ଼ରେ ବିଧାୟକଙ୍କ ସମୀକ୍ଷା ବୈଠକ

ବେଲପାହାଡ଼,୧୪ା୯ (ଡ଼ି.ଏନ୍‌.ଏ.) ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରାଞ୍ଚଳର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ତଥା ସମସ୍ୟାର ସମାଧାନ ପାଇଁ ଶୁକ୍ରବାର ବ୍ରଜରାଜନଗର ବିଧାୟକ କିଶୋର କୁମାର...

କରୋନାରେ ଚାଲିଗଲା ପୋଲିସ ଇନ୍ସପେକ୍ଟରଙ୍କ ଜୀବନ

ବଲାଙ୍ଗୀର ଅଫିସ୍‌,୧୬ା୯-ବଲାଙ୍ଗୀର ଜିଲା ପୋଲିସ ବିଭାଗ କୋଭିଡ୍‌ ସେଲ୍‌ର ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ବିଜୟାନନ୍ଦ କରକରାଙ୍କ ବୁଧବାର ବିଶାଖାପାଟଣାର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ...

ଦୋଷୀଙ୍କୁ ଦଣ୍ଡ ଦାବିରେ ସଙ୍କଳ୍ପ ପଦଯାତ୍ରା

ଖଇରା,୪।୧୨(ଡି.ଏନ.ଏ.): ହାଇଦ୍ରାବାଦ ସମେତ ରାଜ୍ୟ ଓ ଦେଶର ବିଭିନ୍ନ ସ୍ଥାନରେ ଗଣବଳାତ୍କାର ଓ ନାରୀ ନିର୍ଯାତନା ଘଟଣା ବୃଦ୍ଧି ପାଉଥିବାରୁ ଏହାର ପ୍ରତିବାଦ ଜଣାଇବା ସହ...

ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ଅଟକି ରହିଛନ୍ତି ୩୩ଶ୍ରମିକ

ଖପ୍ରାଖୋଲ, ୧ା୪(ଡି.ଏନ.ଏ.): ସାରା ଦେଶରେ କରୋନା ଭୁତାଣୁ ସଂକ୍ରମଣ ରୋକିବାକୁ ଆଠ ଦିନ ହେଲା ଲକ ଡାଉନ। ଏହି ସମୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ...

Advertisement
Archives

Model This Week