Posted inଜାତୀୟ

ଏସସିବିଏ ସ୍ଥାୟୀ କମିଟିରେ ସାମିଲ ହେବାକୁ ସିଜେଆଇଙ୍କୁ କଲେ ଅନୁରୋଧ…

ନୂଆଦିଲ୍ଲୀ,୧୮।୩ : ଦେଶର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ ନାଗରିକ ସଂସ୍ଥାଗୁଡ଼ିକର ଭିତ୍ତିଭୂମି ନେଇ ଅନେକ ଥର ଉଦବେଗ ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁପ୍ରିମକୋର୍ଟ ବାର ଆସୋସିଏଶନ (ଏସସିବିଏ) ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ଚିଠି ଲେଖି ଷ୍ଟାଣ୍ଡିଂ କମିଟିରେ ପ୍ରତିନିଧିତ୍ୱ କରିବାକୁ ଅନୁରୋଧ କରିଛନ୍ତି ଯାହା ଭିତ୍ତିଭୂମି ସୃଷ୍ଟି ଏବଂ ବାର ଦ୍ୱାରା ଏହାର ବ୍ୟବହାର ସହ ଜଡିତ।

ସିଜେଆଇଙ୍କୁ ଲେଖିଥିବା ଏକ ପତ୍ରରେ ଏସସିବିଏ ସଭାପତି ବିକାଶ ସିଂ କହିଛନ୍ତି ଯେ ଅତିରିକ୍ତ ଭିତ୍ତିଭୂମି ଯୋଜନା କିମ୍ବା ବାସ୍ତବିକ ଢାଞ୍ଚାର ସୃଷ୍ଟିରେ ବାର୍‌ ସଂସ୍ଥାର ପ୍ରତିନିଧିତ୍ୱ ଅଭାବରୁ ବାରର ଆବଶ୍ୟକତାକୁ ଯଥେଷ୍ଟ ଧ୍ୟାନ ଦିଆଯାଉ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସମାଧାନ ଆଡ଼େ ମୁହାଁଉଛି କେନ୍ଦ୍ର-କୃଷକ ବିବାଦ

ନୂଆଦିଲ୍ଲୀ,୩୧ା୧୨- ନୂଆ କୃଷି ଆଇନକୁ ନେଇ କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ଚାଲିଥିବା ବିବାଦ ଦୀର୍ଘ ମାସକ ପରେ ସମାଧାନ ମୁହଁା ହୋଇଛି। ବୁଧବାର...

କରୋନା ସଙ୍କଟ, ୨୭ ଏପ୍ରିଲ୍‌ରେ ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ…

ନୂଆଦିଲ୍ଲୀ, ୨୪।୪ : ଦେଶରେ କରୋନା ସଙ୍କଟ ପୁଣି ବଢ଼ି ଚାଲିଛି। ୨୭ ଏପ୍ରିଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ...

ପରିବାରର ୪ ଜଣଙ୍କୁ ହତ୍ୟା ପରେ ଯୁବକଙ୍କ ଆତ୍ମହତ୍ୟା

ଯୋଧପୁର,୫ା୧୧: ରାଜସ୍ଥାନର ଯୋଧପୁରରେ ଜଣେ ୩୮ ବର୍ଷୀୟ ଯୁବକ ଶୁକ୍ରବାର ତାଙ୍କ ପରିବାରର ୪ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ଲାଲ୍‌...

ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ

ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ...

୮୩ ଲ୍ୟାଣ୍ଡମାଇନ୍‌ ନିଷ୍କ୍ରିୟ କଲେ କୋବ୍ରା-ସିଆର୍‌ପିଏଫ୍‌ ଯବାନ

ଗୟା,୨୭।୨: ବିହାରର ଗୟା ଜିଲାରେ ମାଓବାଦୀଙ୍କ ଦ୍ୱାରା ବିଛା ଯାଇଥିବା ୮୩ ଲ୍ୟାଣ୍ଡ୍‌ମାଇନ୍‌କୁ ଠାବ କରି ଏସବୁକୁ ନିଷ୍କ୍ରିୟ କରାଯାଇଛି। କୋବ୍ରା-୨୫୦ ବାଟାଲିୟନ୍‌ ଏବଂ ସିଆର୍‌ପିଏଫ୍‌ର...

ନ୍ୟାୟ ପ୍ରଦାନ ସମୟ-ପ୍ରକ୍ରିୟା ମଧ୍ୟରେ ସନ୍ତୁଳନ ଅପରିହାର୍ଯ୍ୟ…

ନୂଆଦିଲ୍ଲୀ, ୨୦।୮ : ସଶସ୍ତ୍ର ବାହିନୀ ଟ୍ରିବ୍ୟୁନାଲ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ ସଶସ୍ତ୍ର ବାହିନୀକୁ ଠିକ...

ଇନ୍ଦ୍ରାବତୀ ନଦୀର ସାତଧାର ଅଞ୍ଚଳକୁ ସ୍ବଚ୍ଛ ରଖିବେ ସିଆର୍‌ପିଏଫ୍‌ ଯବାନ

ରାୟପୁର,୧୬।୧୨: ଛତିଶଗଡ଼ରେ ଇନ୍ଦ୍ରାବତୀ ନଦୀର ସାତଧାର ଅଞ୍ଚଳଙ୍କୁ ସ୍ବଚ୍ଛ ରଖିବା ପାଇଁ ସିଆର୍‌ପିଏଫ୍‌ ଯବାନ ଅଣ୍ଟା ଭିଡ଼ିଛନ୍ତି। ସିଆର୍‌ପିଏଫ୍‌ ୧୯୫ ବାଟାଲିୟନ୍‌ର ଯବାନ ଏହି ଅଞ୍ଚଳକୁ...

ଅକ୍ଟୋବରରୁ ପ୍ରତିଦିନ ଏକ କୋଟି ଲୋକଙ୍କୁ ଦିଆଯିବ କରୋନା ଟିକା!

ନୂଆଦିଲ୍ଲୀ,୩୦ ।୭: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଏବେ ବିଶ୍ୱବାସୀଙ୍କ ପାଇଁ ଆଶାର କିରଣ ହେଉଛି କେବଳ ଟିକା ବା ଭ୍ୟାକ୍ସିନ...

Advertisement
Archives

Model This Week