ଲୁହ କୋହର ପରିବେଶ, ମୃତଦେହ-ଭୋକିଲା ଗୋଟିଏ ସ୍ଥାନରେ…

କ୍ୱିଭ୍‌,୯।୩ : ୟୁକ୍ରେନର ମାରିଅପୋଲରେ ରୁଷିଆର ଆକ୍ରମଣ ପରେ ରାସ୍ତାରେ ପଡ଼ିଥିବା ମୃତଦେହଗୁଡ଼ିକରୁ ସହରର ବିନାଶର ଦୃଶ୍ୟ ସ୍ପଷ୍ଟ ଦେଖାଯାଉଛି। ଅନେକ ଦିନ ଧରି ଭୋକିଲା ଲୋକମାନେ ଖାଦ୍ୟ ସନ୍ଧାନରେ ଦୋକାନଗୁଡ଼ିକର ତାଲା ଭାଙ୍ଗୁଛନ୍ତି। ମୃତଦେହ ଏବଂ ଭୋକିଲା ଗୋଟିଏ ସ୍ଥାନରେ ରହିଛନ୍ତି।

ବରଫ ତରଳାଇବା ଏବଂ ଶୋଷ ମେଣ୍ଟାଇବା ପାଇଁ ଏହାକୁ ପିଇବା କାର୍ଯ୍ୟ ଭୋକିଲା ଲୋକେ କରୁଥିବାରୁ ଦେଖିବାକୁ ମିଳୁଛି। ପ୍ରିୟପରିଜନଙ୍କୁ ହରାଇ ଥିବା ଲୋକଙ୍କ ଆଖିରୁ ଲୁହ ଥମୁନଥିବାବେଳେ କୋହ ବଢ଼ିବାରେ ଲାଗିଛି।

ନ୍ୟୁଜ ଏଜେନ୍ସି ଏପି ରିପୋର୍ଟ ଅନୁଯାୟୀ, ମହିଳା ଏବଂ ଶିଶୁଙ୍କ ଅବସ୍ଥା ଅତି ଦୟନୀୟ ସ୍ଥିତିରେ ପହଞ୍ଚିଛି। ମାରିଅପୋଲ ସହରର ଜନସଂଖ୍ୟା ପ୍ରାୟ ୪୩୦,୦୦୦। ରୁଷିଆର ଆକ୍ରମଣ ପରେ ମାନବିକ ସଙ୍କଟ ଆହୁରି ବଢ଼ିବାରେ ଲାଗିଛି।

ଏବେ ଦୁଇ ଦେଶରେ ଆରମ୍ଭ ହୋଇଥିବା ଶାନ୍ତି ପ୍ରୟାସ ଦ୍ୱାରା ସ୍ଥିତିରେ ସୁଧାର ଆସିବାର ଆଶା କରାଯାଉଛି। ଜାତିସଂଘର ଅଧିକାରୀ କହିଛନ୍ତି ଯେ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୨୦ ଲକ୍ଷ ଲୋକ ୟୁକ୍ରେନ ଛାଡିଛନ୍ତି। ସେମାନଙ୍କ ମଧ୍ୟରେ ୮ ଲକ୍ଷରୁ ଅଧିକ ଶିଶୁ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥରିଲା ନେପାଳ

କାଠମାଣ୍ଡୁ,୧୯।୧୨: ନେପାଳର କାଠମାଣ୍ଡୁରେ ତୀବ୍ର ଭୂକମ୍ପ ଅନୁଭୂତ ହୋଇଛି। ରବିବାର ବିଳମ୍ବିତ ରାତିରେ ଏଠାରେ ୪.୫ ତୀବ୍ରତାର ଭୂକମ୍ପ ହୋଇଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ କାଠମାଣ୍ଡୁଠାରୁ...

ସେଲ୍‌ ଚାବି ହାତେଇ ୯ କଏଦୀ ଫେରାର

କୋହିମା,୨୦।୧୧: ନାଗାଲାଣ୍ଡର ମୋନ୍‌ ଜିଲା କାରାଗାରରୁ ୯ଜଣ ଅନ୍ତେବାସୀ ଫେରାର ଥିବା ଜଣାପଡିଛି। ପୋଲିସ ସେମାନଙ୍କୁ ଧରିବାକୁ ତଲାସି ଅଭିଯାନ ଜାରି ରଖିଛି। ଫେରାର କଏଦୀଙ୍କ...

ପ୍ରଥମ ଦେଶ ଭାବେ ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ ତୃତୀୟ ଡୋଜ କରୋନା ଟିକା ଦେବ ଇସ୍ରାଏଲ

ଜେରୁଜେଲମ,୩୦ ।୭: କରୋନା ଭାଇରସକୁ ହରାଇବା ପାଇଁ ଏସ୍ରାଏଲ ଏବେ ଏକ ବଡ ପଦକ୍ଷେପ ନେବାକୁ ଯାଉଛି । ୬୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତିଙ୍କୁ...

ରାଜପାକ୍‌ସେ ଭାରତରେ ଶରଣ ନେଇଥିବା ଗୁଜବକୁ ଖଣ୍ଡନ କଲା ଉଚ୍ଚାୟୁକ୍ତ

କଲମ୍ବୋ,୧୧।୫: ଶ୍ରୀଲଙ୍କାରେ ଆର୍ଥିକ ଓ ରାଜନୈତିକ ସଙ୍କଟ ଜାରି ରହିଛି। ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ରହିଥିବା ବେଳେ ମହିନ୍ଦା ରାଜପାକ୍‌ସେ ସୋମବାର ପ୍ରଧାନମନ୍ତ୍ରୀ ପଦରୁ...

ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ବର୍ଷେ ପୂରଣ ହେବାକୁ ଯାଉଥିବା ବେଳେ ଜେଲନସ୍କିଙ୍କୁ ଭେଟିବାକୁ ଗଲେ ବାଇଡେନ

କ୍ୱିଭ,୨୦ ।୨: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଠିକ୍ ଏକ ବର୍ଷ ପୂରଣ ହେବା ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କ୍ୱିଭ...

ଅଭିନେତ୍ରୀ ଲୌରା ବେଲ୍‌ କରୋନାରେ ସଂକ୍ରମିତ

ଓ୍ବାଶିଂଟନ,୨୬।୩: ଆମେରିକା ଚଳଚ୍ଚିତ୍ର ଦୁନିଆର ଅଭିନେତ୍ରୀ ଲୌରା ବେଲ୍‌ ବଣ୍ଡି କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ୩୮ ବର୍ଷୀୟା ଏହି ଅଭିନେତ୍ରୀ ସୋସିଆଲ ମିଡିଆ ମାଧ୍ୟମରେ...

ନେପାଳ ବିମାନ ଦୁର୍ଘଟଣାରେ ସମସ୍ତ ୨୨ ଜଣଙ୍କ ମୃତ୍ୟୁ ଆଶଙ୍କା, ୧୪ ମୃତଦେହ ଉଦ୍ଧାର

କାଠମାଣ୍ଡୁ,୩୦ ।୫: ନେପାଳରେ ରବିବାର ତାରା ଏୟାରର ବିମାନ ଦୁର୍ଘଟଣା ଗ୍ରସ୍ତ ହେବା ପରେ ସୋମବାର ଏହାର ଧ୍ୱଂସାବଶେଷ ମିଳିଛି । ବିମାନଟି ଉଡିବାର କିଛି...

ସ୍ବିଡେନ ପ୍ରଧାନମନ୍ତ୍ରୀଙ୍କ ପାଇଁ ବୋରିସ ଜନ୍‌ସନ୍‌ ଚଳାଇଲେ ଡଙ୍ଗା

ଲଣ୍ଡନ,୧୨ା୫: ୟୁକ୍ରେନ ସଙ୍କଟ ମଧ୍ୟରେ ସ୍ବିଡେନ ଏବଂ ଫିନଲାଣ୍ଡ ଭବିଷ୍ୟତରେ ବିପଦକୁ ଦୃଷ୍ଟିରେ ରଖି ନାଟୋରେ ଯୋଗଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହି ସମୟରେ ବ୍ରିଟେନର...

Advertisement
Archives

Model This Week