Posted inଖେଳ

ଆଇପିଏଲ ୧୭ତମ ଏଡିସନ ପାଇଁ ସିଡ୍ୟୁଲ ଘୋଷଣା, ୨୨ ମାର୍ଚ୍ଚରେ ଖେଳାଯିବ ପ୍ରଥମ ମ୍ୟାଚ

ନୂଆଦିଲ୍ଲୀ,୨୨।୨: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୪) ର ୧୭ତମ ସଂସ୍କରଣ ପାଇଁ କାର୍ଯ୍ୟସୂଚୀ ଗୁରୁବାର ଘୋଷଣା କରାଯାଇଛି। ଏହି ଟି -୨୦ ଲିଗର ପ୍ରଥମ ପର୍ଯ୍ୟାୟ ମାର୍ଚ୍ଚ ୨୨ରୁ ଆରମ୍ଭ ହେବ। ଉଦଘାଟନୀ ମ୍ୟାଚରେ ବର୍ତ୍ତମାନର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ଭେଟିବ। ଏହି ମ୍ୟାଚ ଚେନ୍ନାଇରେ ଖେଳାଯିବ। ସିଏସକେର କମାଣ ମହେନ୍ଦ୍ର ସିଂ ଧୋନିଙ୍କ ହାତରେ। ଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଥମ ୧୭ଦିନ ପାଇଁ ଆଇପିଏଲ ୨୦୨୪ ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି ଯେଉଁଥିରେ ପ୍ରଥମ ପର୍ଯ୍ୟାୟରେ୨୧ ଟି ମ୍ୟାଚ ଖେଳାଯିବ। ଏହାପୂର୍ବରୁ ୨୦୧୯ବର୍ଷରେ ମଧ୍ୟ ବିଭିନ୍ନ ପର୍ଯ୍ୟାୟରେ ଆଇପିଏଲ ଆୟୋଜିତ ହୋଇଥିଲା।

ଭାରତ ସମେତ ବିଦେଶୀ ଖେଳାଳିମାନେ ଆଇପିଏଲ ମାଧ୍ୟମରେ ଆଗାମୀ ଟି -୨୦ ବିଶ୍ୱକପ ୨୦୨୪ ପାଇଁ ପ୍ରସ୍ତୁତ ହେବେ । ଚଳିତ ବର୍ଷ ଜୁନ-ଜୁଲାଇରେ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଟି -୨୦ ବିଶ୍ୱକପ ଆୟୋଜିତ ହେବ। ଚୟନକର୍ତ୍ତାମାନେ ନିଜ ନିଜ ଖେଳାଳିଙ୍କ ପ୍ରଦର୍ଶନ ଉପରେ ନଜର ରଖିବେ ।
ଦ୍ରୁତ ବୋଲର ମହମ୍ମଦ ଶାମି ଆଇପିଏଲ ୨୦୨୪ରୁ ବାଦ ପଡିଛନ୍ତି। ଶାମି ବର୍ତ୍ତମାନ ଗୋଇଠିରେ ଆଘାତ ପାଇଛନ୍ତି। ଏଥିରୁ ଠିକ ହେବା ପାଇଁ ତାଙ୍କୁ ଅସ୍ତ୍ରୋପଚାର ଆବଶ୍ୟକ। ଏଭଳି ପରିସ୍ଥିତିରେ ସେ ଆଗାମୀ ଦିନରେ ବ୍ରିଟେନରେ ଅସ୍ତ୍ରୋପଚାର କରିପାରନ୍ତି। ଶାମି ପୁରା ଆଇପିଏଲ ୨୦୨୪ ସିଜନରୁ ବାହାରେ ରହିବା ଗୁଜୁରାଟ ଜିଆଣ୍ଟସ ପାଇଁ ଏକ ବଡ ଝଟକା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଡବଲ ଖୁସି, ସିନ୍ଧୁ, ଲକ୍ଷ୍ୟ ଚାମ୍ପିୟନ

ସାରାବ୍ରକେନ,(ଜର୍ମାନୀ),୧ା୧୧: ଡବଲ ଅଲିମ୍ପିକ ପଦକ ବିଜେତା ପି. ଭି. ସିନ୍ଧୁ ଓ ଲକ୍ଷ୍ୟ ସେନ୍‌ ସାରାବ୍ରକେନଠାରେ ଅନୁଷ୍ଠିତ ହାଇଲୋ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଯଥାକ୍ରମେ…

ବୁଲେଟପ୍ରୁଫ୍ କାଚ ବାକ୍ସ ଭିତରୁ ପ୍ରଶଂସକଙ୍କୁ ଭେଟିଲେ ଅମିତାଭ, ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ବିଗତ କିଛି ଦଶନ୍ଧି ଧରି ପ୍ରତ୍ୟେକ ରବିବାର ନିଜ ବାସଭବନ ‘ଜଲ୍‌ସା’ ବାହାରେ ଏକାଠି ହେଉଥିବା ହଜାର ହଜାର ପ୍ରଶଂସକଙ୍କୁ…

ଆଜି ଭୀଷଣ ବାତ୍ୟାର ରୂପ ନେବ ‘ମୁରାସୁ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ଏହି ୫ ଜିଲାକୁ ଅଧିକ…

ଭୁବନେଶ୍ୱର,୧ା୧୧(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୁରାସୁ’। ରବିବାର ସନ୍ଧ୍ୟା ସୁଦ୍ଧା ଏହା ତାମିଲନାଡୁର ଚେନ୍ନାଇଠାରୁ ୪୮୦ କି.ମି., ଆନ୍ଧ୍ରପ୍ରଦେଶର ନେଲୋରଠାରୁ ୫୫୦ କି.ମି.,…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ। ୯୩ କାଟାଗୋରି…

ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି। ଏହି ବିପର୍ଯ୍ୟୟ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୁଷୋତ୍ତମପୁର ବ୍ଲକ…

ଡର? ସେଇଟା ପୁଣି କଣ… କୋଚ୍‌ ଗମ୍ଭୀର ଟିମ୍‌ ଇଣ୍ଡିଆର ବିଜୟକୁ କାହିଁକି କହିଲେ ବହୁତ ଖାସ୍‌…

ନୂଆଦିଲ୍ଲୀ,୧।୧୧: ସିରିଜ୍ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ବି ହେଉ, ଭାରତୀୟ କ୍ରିକେଟ୍ ଟିମ୍‌ର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ନିଜ ବକ୍ତବ୍ୟ ରଖିବାରେ କେବେ ହେଲେ…

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନର ପ୍ରସ୍ତୁତି ବୈଠକ, ସଜାଗ ରହିବାକୁ ନିର୍ଦ୍ଦେଶ ଜାରି କରି…

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ଶୁଚିସ୍ମିତା ବେହେରାଙ୍କ ଉପସ୍ଥିତିରେ ଏକ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧ ଲକ୍ଷ ୩୦ ହଜାର, ପ୍ରଭାବିତଙ୍କୁ ୫୦ କେଜି ଚାଉଳ,ନଗଦ…

ଭୁବନେଶ୍ୱର,୧।୧୧: ରାଜ୍ୟରେ ସାମ୍ପ୍ରତିକ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ବନ୍ୟା ଯୋଗୁ ଭାଙ୍ଗିଯାଇଥିବା ଘର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?