ଓଡ଼ିଶା ସିଭିଲ ସର୍ଭିସେସ ପ୍ରିଲିମ ପରୀକ୍ଷା-୨୦୨୪ର ତାରିଖ ଘୋଷଣା

କଟକ,୧୮।୯: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଓଡ଼ିଶା ସିଭିଲ ସର୍ଭିସେସ (ପ୍ରିଲିମ) ପରୀକ୍ଷା-୨୦୨୪ର ତାରିଖ ଘୋଷଣା କରିଛି। ପରୀକ୍ଷା ଅକ୍ଟୋବର ୧୨, ୨୦୨୫ରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଜୟପୁର ଓ ସମ୍ବଲପୁର ଏହି ଛଅଟି ଜୋନରେ ଅନୁଷ୍ଠିତ ହେବ।

ଆୟୋଗର ବିଜ୍ଞପ୍ତି ଅନୁଯାୟୀ, ପରୀକ୍ଷା ଦୁଇଟି ସିଟିଂରେ ହେବ: ପେପର-୧ ସକାଳ ୧୦:୦୦ରୁ ମଧ୍ୟାହ୍ନ ୧୨:୦୦ ପର୍ଯ୍ୟନ୍ତ ଏବଂ ପେପର-୨ ଅପରାହ୍ନ ୧:୩୦ରୁ ୩:୩୦ ପର୍ଯ୍ୟନ୍ତ। ଦିବ୍ୟାଙ୍ଗ (PwD) ଶ୍ରେଣୀର ପରୀକ୍ଷାର୍ଥୀଙ୍କୁ ପ୍ରତ୍ୟେକ ସିଟିଂରେ ଅତିରିକ୍ତ ୪୦ ମିନିଟ୍ ସମୟ ମିଳିବ।

ପ୍ରବେଶପତ୍ର ଓ ପରୀକ୍ଷାର୍ଥୀଙ୍କ ପାଇଁ ନିର୍ଦ୍ଦେଶାବଳୀ ଅକ୍ଟୋବର ୪, ୨୦୨୫ରୁ ଓପିଏସସିର ଅଫିସିଆଲ ୱେବସାଇଟ www.opsc.gov.in ରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଚାଉଳ ବଣ୍ଟନ ସମସ୍ୟା ନେଇ ବଡ଼ କଥା କହିଲେ ମନ୍ତ୍ରୀ, ଏଣିକି….

ଭୁବନେଶ୍ୱର, ୧।୮: ରାଜ୍ୟରେ ସରକାରୀ ଚାଉଳ ବଣ୍ଟନକୁ ନେଇ କୌଣସି ସମସ୍ୟା ନଥିବା ସ୍ପଷ୍ଟ କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଚାଉଳ ବଣ୍ଟନକୁ…

ପ୍ରଧାନମନ୍ତ୍ରୀଙ୍କୁ ସନ୍ଦେହ କରିବାର କାରଣ ନାହିଁ: ସିଇସି ନିଯୁକ୍ତି ପ୍ରକ୍ରିୟାକୁ ନେଇ କେନ୍ଦ୍ରର ସଫେଇ

ନୂଆଦିଲ୍ଲୀ,୧ା୮:ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଓ ଅନ୍ୟ ନିର୍ବାଚନ କମିଶନରମାନଙ୍କ ନିଯୁକ୍ତି ପାଇଁ ଏକ ସ୍ବାଧୀନ ଓ ନିରପେକ୍ଷ ପ୍ରକ୍ରିୟା ଜରୁରୀ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଥିଲେ।…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri