ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ ତାପମାତ୍ରା ରହୁଛି। ଏପରି ସମୟରେ ସ୍କୁଲଗୁଡ଼ିକ ଖୋଲାଥିବାରୁ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା।

ଗୁରୁବାର ବଲାଙ୍ଗୀର ଜିଲାପାଳ ଗୌରଭ ଶିବାଜୀ ଇସଲଓ୍ବାର ଜିଲାରେ ତାତି ବଢ଼ିବା ନେଇ ଏକ ଜରୁରୀ ବୈଠକ ଡାକିଥିଲେ। ଜିଲା ଜରୁରୀକାଳିନ ଅଧିକାରୀ ଅତିରିକ୍ତ ଜିଲାପାଳଙ୍କ ସହିତ ଆଲୋଚନା ପରେ ଆସନ୍ତା ୧୮ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ୪ ଦିନ ପାଇଁ ସ୍କୁଲ କଲେଜ, ଅଙ୍ଗନଓ୍ବାଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ଆଗକୁ ତାତି ବଢ଼ିଲେ ଛୁଟି ବଢ଼ାଇବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଜିଲା ଜରୁରୀକାଳିନ ଅଧିକାରୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

ଲ୍ୟାଣ୍ଡିଂ ବେଳେ ଫେଲ୍‌ ହେଲା ବ୍ରେକ୍‌ : ସିଧା ଯାଇ ଖୁଣ୍ଟରେ ପିଟିହେଲା ଇଣ୍ଡିଗୋ ବିମାନ, ତା’ପରେ…

ଶ୍ରୀନଗର,୪।୯: ମୁମ୍ବାଇରୁ ଶ୍ରୀନଗର ପହଞ୍ଚିଥିବା ଇଣ୍ଡିଗୋର ବିମାନ 6E 225 ଲ୍ୟାଣ୍ଡିଂ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଲ୍ୟାଣ୍ଡିଂ ପରେ ବିମାନଟି ପାର୍କିଂ ବେ’ ଆଡ଼କୁ ଯାଉଥିବା ସମୟରେ…

ଆଦିବାସୀ ଛାତ୍ରଙ୍କ ସମର୍ଥନରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା, ଦରକାର ପଡ଼ିଲେ…

ମୁମ୍ବାଇ,୪।୯: ମହାରାଷ୍ଟ୍ରର ନାସିକରେ ଆନ୍ଦୋଳନରତ ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଅନଶନ ଶେଷ କରିବାକୁ ଅପିଲ୍ କରିଛନ୍ତି କକରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ। ଗୁରୁବାରନାସିକର ଇଦଗାହ…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି,…

ଇରାନ୍‌କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା

ୱାଶିଂଟନ୍‌,୪।୯ (ପି.ଟି.): କିର୍‌ଗିଜସ୍ଥାନର ବିଶ୍‌କେକ୍‌ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍‌ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri