ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି: ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ…

ଭୁବନେଶ୍ୱର,୧୦।୧: ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଶିକ୍ଷକ ଯିବେ। ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ସ୍କୁଲ କର୍ତ୍ତୃପକ୍ଷ ବୁଝିବେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ମମତାଙ୍କୁ ଜୋରଦାର ଝଟ୍‌କା, ଋତବ୍ରତ ବାନାର୍ଜୀ ହେଲେ ଟିଏମସିର…

କୋଲକାତା,୩।୬: ବର୍ତ୍ତମାନ, ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ସୃଷ୍ଟି ହେଉଥିବା ଆଭ୍ୟନ୍ତରୀଣ ଅଶାନ୍ତି ପଶ୍ଚିମବଙ୍ଗ ରାଜନୀତିରେ ତୀବ୍ର ଆଲୋଚନାର ବିଷୟ। ବିଧାନସଭା ନିର୍ବାଚନରେ ପରାସ୍ତ ହେବା ପରେ,…

ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା, ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୩।୬: ସରକାରୀ କାର୍ଯ୍ୟର ନିରବଚ୍ଛିନ୍ନ ତଥା ସୂଚାରୁ ପରିଚାଳନା ପାଇଁ ରାଜ୍ୟ ସରକାର ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି ସରକାରୀ ଗାଡ଼ିଗୁଡ଼ିକର ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri