ବିଦ୍ୟାଳୟ ଗୃହ ନିର୍ମାଣ ବନ୍ଦ ନିର୍ଦ୍ଦେଶ

ବଇଣ୍ଡା,୧୨।୧(ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟ ଠାରେ ନିର୍ମାଣାଧୀନ ୯ଟି ନୂତନ ଶ୍ରେଣୀଗୃହ କାର୍ଯ୍ୟ ନିମ୍ନମାନର ହେଉଥିବା ସୋମବାର ଅନୁଗୋଳ ଜିଲାପାଳଙ୍କ ଠାରେ ଗ୍ରାମବାସୀ ଅଭିଯୋଗ କରିଥିଲେ। ମଙ୍ଗଳବାର ଉକ୍ତ କାର୍ଯ୍ୟ ଯାଞ୍ଚ ପାଇଁ ବିଭାଗୀୟ ବରିଷ୍ଠ ବୈଷୟିକ ପରାମର୍ଶଦାତା ଦେବାଶିଷ ପାଣି, ବ୍ଲକ ସର୍ବଶିକ୍ଷା ଅଭିଯାନ କନିଷ୍ଠଯନ୍ତ୍ରୀ ସୁଧାକର ପ୍ରଧାନ ପହଞ୍ଚି ପରିଚାଳନା କମିଟି ସଦସ୍ୟ ଜିତେନ୍ଦ୍ର ବେହେରା, ଅରବିନ୍ଦ ସାହୁ, ରମାକାନ୍ତ ବେହେରା, ଅବନୀ ଦେହୁରୀ, ପ୍ରଧାନ ଶିକ୍ଷୟିତ୍ରୀ ସୁକାନ୍ତି ମଞ୍ଜରୀ ଚତମ୍ବାଙ୍କ ଉପସ୍ଥିତରେ କାମ ଯାଞ୍ଚ କରି ବନ୍ଦ କରିବାକୁ ଠିକାସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ। ବ୍ଲକ କନିଷ୍ଠଯନ୍ତ୍ରୀ ସୁଧାକର ପ୍ରଧାନ କହିଛନ୍ତି, ଉକ୍ତ ବିଦ୍ୟାଳୟର ଶ୍ରେଣୀଗୃହ ନିର୍ମାଣ କାର୍ଯ୍ୟ ଅତି ନିମ୍ନମାନର ହେଉଥିବା ସମ୍ପର୍କରେ ଗ୍ରାମବାସୀଙ୍କ ଠାରୁ ଅଭିଯୋଗ ପାଇବା ପରେ ତଦନ୍ତ କରାଯାଇ କାମ ବନ୍ଦ କରାଯାଇଛି। ଏ ନେଇ ଜିଲାପାଳଙ୍କୁ ରିପୋର୍ଟ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri