ସ୍କୁଲ ବସ୍‌ରେ ଲାଗିଲା ନିଆଁ, ଜାଣିଶୁଣି କେହି…

ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍‌ରେ ନିଆଁ ଲାଗି ଜଳିଯାଇଛି। ବସ୍‌ଟି ହୁତୁହୁତୁ ହୋଇ ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ବସ୍‌ରେ କିପରି ନିଆଁ ଲାଗିଲା, ତାହା ଏଯାଏ ସ୍ପଷ୍ଟ ହୋଇନାହିଁ। କେହି ଦୁର୍ବୃତ୍ତ ଜାଣିଶୁଣି ବସ୍‌ରେ ନିଆଁ ଲଗାଇ ଦେଇଥିବା ନେଇ ସନ୍ଦେହ କରାଯାଉଛି । ଏ ସମ୍ପର୍କରେ ସ୍କୁଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ତେବେ ତଦନ୍ତ ପରେ ହିଁ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି…

ଲଗାତାର ୨ ପରାଜୟ ପରେ ନ୍ୟୁଜିଲାଣ୍ଡ ଦଳରେ ବଡ଼ ପରିବର୍ତ୍ତନ: ପୂରା ସିରିଜରୁ ବାଦ୍‌ ପଡିଲେ…

ନୂଆଦିଲ୍ଲୀ, ୨୫।୧୦: ଭାରତ ବନାମ ନ୍ୟୁଜିଲାଣ୍ଡ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦୁଇଟି ମ୍ୟାଚ ଶେଷ ହୋଇଛି। ତୃତୀୟ ମ୍ୟାଚ ମଙ୍ଗଳବାର ୱେଲିଂଟନରେ ଖେଳାଯିବ। ଟିମ…

୬ ନଭେମ୍ୱର ଯାଏଁ ଚମକିବ ଭାଗ୍ୟ, ତ୍ରିଗ୍ରହୀ ଯୋଗରୁ ଏହି ୩ ରାଶିଙ୍କ ପ୍ରବଳ ଧନଲାଭ!

ତ୍ରିଗ୍ରହୀ ଯୋଗ ସୃଷ୍ଟି ହେବା ତିନୋଟି ରାଶି ପାଇଁ ବେଶ ଭାଗ୍ୟଶାଳୀ ସାବ୍ୟସ୍ତ ହେବ। ନଭେମ୍ୱର ୬ ତାରିଖରେ ଶୁକ୍ର ଗ୍ରହ ତୁଳା ରାଶିରୁ କନ୍ୟା ରାଶିକୁ…

ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ଏମ୍‌ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍‌ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…

ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍‌ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ.…

ଏହି ୪ ଗୁଣ ଥିଲେ ମଣିଷ ହୋଇଥାଏ ଭାଗ୍ୟଶାଳୀ, ମିଳିଥାଏ ଗୋଟିଏ ପରେ ଗୋଟିଏ ସଫଳତା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ଏପରି କିଛି ବିଶେଷ ଗୁଣ ସମ୍ବନ୍ଧରେ ବର୍ଣ୍ଣନା କରାଯାଇଛି, ଯାହା ଜଣେ ବ୍ୟକ୍ତିକୁ ଜୀବନରେ ସଫଳତା ଏବଂ ପ୍ରସିଦ୍ଧି ଆଣିଦେଇଥାଏ। ଏହି ଗୁଣଗୁଡ଼ିକ…

ନଦୀପଠା ଜମିରେ ବିଲ୍ଡରଙ୍କ ଆଖି: ଏନ୍‌ଜିଟି ନିର୍ଦ୍ଦେଶ ସମ୍ପର୍କରେ ଅବଗତ ନାହିଁ ରାଜସ୍ୱ ବିଭାଗ

କଟକ ସଦର, ୨୫ା୧୦ (ସୁଶାନ୍ତ କୁମାର ଜେନା): ୨୦୨୨ ମସିହାରେ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ରଟିଲୋ ଗ୍ରାମରେ ମହାନଦୀ ପଠାରେ ଥିବା ଏକ ହନୁମାନ…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ଏହି ୩ ଖେଳାଳିଙ୍କ ଫ୍ୟାନ୍‌ ହେଲେ ଗମ୍ଭୀର, କଲେ ସ୍ପେଶାଲ ପୋଷ୍ଟ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ବିଜୟ ପରେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଖେଳାଳିଙ୍କ ପ୍ରଶଂସାରେ ଏକ ସ୍ବତନ୍ତ୍ର…

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?