ଛାତ୍ରୀଛାତ୍ରଙ୍କୁ ଆଣୁଥିବା ବେଳେ ଟ୍ରକକୁ ପିଟିଲା ସ୍କୁଲ ବସ୍‌

ଘସିପୁରା,୭।୧(ନିରଞ୍ଜନ ସାହୁ): ଗାଡ଼ି ଚାଳକଙ୍କ ବେପରୁଆ ଯୋଗୁ ଏକ ଘରୋଇ ସ୍କୁଲ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଣାରେ ୨ଜଣ ଛାତ୍ର, ଜଣେ ଶିକ୍ଷୟିତ୍ରୀ ଏବଂ ଗାଡିର ହେଲ୍‌ପର ଆହତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଘସିପୁରା ଥାନା ଗୋହିରାସ୍ଥିତ ଘରୋଇ ଇଂଲିଶ ମିଡିୟମ ସ୍କୁଲର ଏକ ବସ୍‌ ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ଧରି ବିଦ୍ୟାଳୟ ଆସୁଥିବା ବେଳେ ସ୍ଥାନୀୟ ଏକ ପେଟ୍ରୋଲପମ୍ପ ନିକଟରେ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ୨ଜଣ ଛାତ୍ର, ଜଣେ ଶିକ୍ଷୟିତ୍ରୀ ଓ ଗାଡିର ହେଲ୍‌ପର ଆହତ ହୋଇଛନ୍ତି। ସେମାନଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସେମାନେ ଘରକୁ ଫେରିଥିବା ଜଣାପଡିଛି।

ବସ୍‌ ଚାଳକଙ୍କ ପେପରୁଆ ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଖବର ପାଇ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଣାଗ୍ରସ୍ତ ବସ୍‌କୁ ଜବତ କରିଛି। ଏହା ସହିତ ଚାଳକଙ୍କ ଲାଇସେନ୍ସ ଜବତ କରାଯାଇଛି। ଏମ୍‌ଭି ଆକ୍ଟ ୧୮୪/୨୪ରେ ଏକ ମାମଲା ରୁଜୁ କରାଯାଇ ଚାଳକଙ୍କ ଲାଇସେନ୍ସ ରଦ୍ଦ କରିବାକୁ ଜିଲା ପରିବହନ ବିଭାଗକୁ ସୂଚନା ଦିଆଯାଇଥିବା ଘସିପୁରା ଥାନା ଅଧିକାରୀ ସୁନୀଲ କୁମାର କର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?