ପଣା ସଂକ୍ରାନ୍ତିରେ ସ୍କୁଲ ପିଲା ବାଣ୍ଟିଲେ ପାଣି ସହ ପାରମ୍ପରିକ ପଣା

ଦାରିଙ୍ଗବାଡି, ୧୪।୪, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହିର ଛାତ୍ରୀଛାତ୍ରମାନେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପଣା ସଂକ୍ରାନ୍ତି ଅବସରରେ ପାରମ୍ପରିକ ପଣା ଏବଂ ପାଣି ବଣ୍ଟନ କରିଛନ୍ତି । ଏଭଳିକି ରାସ୍ତାରେ ଯାଉଥିବା ଯାତ୍ରୀ ଏବଂ ଅଞ୍ଚଳବାସୀଙ୍କୁ ନିଜ ପଣା ବଣ୍ଟନ ଷ୍ଟଲକୁ ଡାକି ଆଣି ତାଙ୍କୁ ପଣା ଓ ପାଣି ଦେଇ ତୃଷା ମେଣ୍ଟାଇଛନ୍ତି ଏଭଳି ଉଦ୍ୟମ ଚଳିତ ବର୍ଷକୁ ମିଶି ୩ ବର୍ଷ ହେଲା କରାଯାଉଛି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ଆୟୁଷ୍ମାନ ସାହୁଙ୍କ ନେତୃତ୍ୱରେ ବ୍ଲକ କଲୋନୀର ଛାତ୍ରୀ ଆଦ୍ୟାଶ୍ରୀ ସାହୁ, ଆୟୁଷ, ବିବେକ ସାହୁ , ସାଇ ରାମ ପତି , ରୋଶନ ସାହୁ , ଆରୁଷି ସାହୁ ପ୍ରମୁଖ ଏହି କାର୍ଯ୍ୟକରୁଛନ୍ତି। ଗ୍ରୀଷ୍ମ ଋତୁରେ ପିଲାମାନଙ୍କର ଏହି କାର୍ଯ୍ୟକ୍ରମକୁ ନେଇ ଅଞ୍ଚଳବାସୀ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ଶୁଦ୍ଧିକ୍ରିୟା ଭୋଜି ସରିଲା, ସନ୍ଧ୍ୟାରେ ଗାଁ ଶ୍ମଶାନରେ ଜଳିଲା ପୁଅର ଚିତା: ଫାସିଗୁଡ଼ା ଗ୍ରାମରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର ଶରତ ଚନ୍ଦ୍ର ନାୟକ(୩୯) ଗୁରୁବାର ମଧ୍ୟାହ୍ନରେ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା…

ଜୟଦେବ ଭବନରେ ସମ୍ମାନିତ ହେଲେ ଦେବଗଡ଼ର ବିଶିଷ୍ଟ ଶିକ୍ଷାବିତ୍ ପ୍ରଶାନ୍ତ ସାର୍

ଦେବଗଡ଼, ୪।୬(ଶଶାଙ୍କ ଶେଖର ଝାଙ୍କର): ରାଜଧାନୀ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଓମେନ୍ସ ସ୍ୱେଚ୍ଛାସେବୀ ସଂଗଠନ ଓ କଳିଙ୍ଗ ସଂକୀର୍ତ୍ତନ ମଣ୍ଡଳୀ ମହାସଂଘ ପକ୍ଷରୁ ୨୦ତମ ବାର୍ଷିକ…

୯୨ ଭୂମିହୀନ ପରିବାରକୁ ମିଳିଲା ଘର ଠିକଣା

ଲାଞ୍ଜିଗଡ଼,୪ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ରାଜସ୍ବ ବିଭାଗ ପକ୍ଷରୁ ୯୨ ଭୂମିହୀନ ପରିବାରକୁ ସ୍ଥାୟୀ ଘରଡ଼ିହ ପଟ୍ଟା ଗୁରୁବାର ଆବଣ୍ଟନ କରାଯାଇଛି। ପ୍ରତ୍ୟେକ ନାଗରିକଙ୍କୁ…

ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ; ବୈତରଣୀରେ ବୁଡ଼ି ଦଶମ ପାସ୍ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ଜଣେ…

ହାଟଡିହୀ/ଛେନାପଦୀ, ୪।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ଅମୃତପୁର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ନିକଟସ୍ଥ ବୈତରଣୀ ନଦୀରେ ବୁଡ଼ି…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା: ୧୧ଟି ବୁଲେଟ୍ ଜବତ, ଲକ୍ଷାଧିକ ଟଙ୍କା ଫାଇନ୍ କାଟିଲା…

ଭବାନୀପାଟଣା,୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ଗୁରୁବାର ସ୍ଥାନୀୟ ପୋଲିସ ପକ୍ଷରୁ ମୋଟର ଯାନ ଯାଞ୍ଚ କରାଯାଇଥିଲା। ଏହି ସମୟରେ ୧୧ ଜଣ…

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

କବିସୂର୍ଯ୍ୟନଗର ଥାନା ହାଜତ ମୃତ୍ୟୁ ମାମଲା: ଗଞ୍ଜାମ ଏସ୍‌ପିଙ୍କ ସହ ଆଲୋଚନା କଲା HRPC ଟିମ, ମିଳିବ CCTV ଫୁଟେଜ

ଛତ୍ରପୁର, ୪।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନାରେ ପୋଲିିସର ‘ଥାର୍ଡ ଡିଗ୍ରୀ’ ଯୋଗୁ ଦିବ୍ୟାଙ୍ଗ ସୁଶାନ୍ତଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ମାମଲାରେ ଏବେ ମାନବାଧିକାର…

କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥର ଆରଟିଓ ଅଫିସ ନିକଟରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସୌଭାଗ୍ୟବଶତଃ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri