ସାଢେ ୧୦ଟାରେ ହେବ ସ୍କୁଲ ଛୁଟି

ଭୁବନେଶ୍ୱର,୫।୪: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଓଡିଶା ସରକାର ସକାଳୁଆ ସ୍କୁଲ ପାଇଁ ସୂଚନା ଜାରି କରିଛନ୍ତି। ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ କ୍ଲାସଗୁଡିକ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ରହିଛି। ସେହିପରି ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକୁ ମଧ୍ୟ ସକାଳୁଆ ହେବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ତେବେ ପ୍ରବଳ ଖରାକୁ ଦେଖି ଖୋର୍ଦ୍ଧା ଜିଲାପାଳ ଆଜି ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଖୋର୍ଦ୍ଧା ଜିଲାରେ ସବୁ ସ୍କୁଲ ସକାଳ ସାଢେ ୬ରୁ ସାଢେ ୧୦ ଯାଏଁ ରହିବ ବୋଲି ସୂଚନା ଜାରି କରିଛନ୍ତି। ସରକାରୀ, ଘରୋଇ ଓ ଅନୁଦାନପ୍ରାନ୍ତ ସ୍କୁଲ ସାଢେ ୧୦ଯାଏଁ ଖୋଲା ରହିବ।

ସୂଚନାଥାଉ କି, ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଗତକାଲି ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଜିଲାରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ସାଢେ ୬ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ଖୋଲିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri