ଭୁବନେଶ୍ୱର,୮।୧୦: ରାଜ୍ୟରେ ୧୦ରୁ ୨୦ ଯାଏ ସ୍କୁଲ ଛୁଟି ରହିବ। ଦଶହରା ଓ କୁମାର ପୂର୍ଣ୍ଣିମା ପାଇଁ ଏହି ଛୁଟି ଘୋଷଣା କରିଛନ୍ତି ଗଣଶିକ୍ଷା ବିଭାଗ। ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କୁ ଏନେଇ ସୂଚନା ଦିଆଯାଇଛି। ତେବେ ଛୁଟି ପରେ ୨୧ରୁ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପୁନର୍ବାର ଖୋଲିବ।
ଭୁବନେଶ୍ୱର,୮।୧୦: ରାଜ୍ୟରେ ୧୦ରୁ ୨୦ ଯାଏ ସ୍କୁଲ ଛୁଟି ରହିବ। ଦଶହରା ଓ କୁମାର ପୂର୍ଣ୍ଣିମା ପାଇଁ ଏହି ଛୁଟି ଘୋଷଣା କରିଛନ୍ତି ଗଣଶିକ୍ଷା ବିଭାଗ। ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କୁ ଏନେଇ ସୂଚନା ଦିଆଯାଇଛି। ତେବେ ଛୁଟି ପରେ ୨୧ରୁ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ପୁନର୍ବାର ଖୋଲିବ।
ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…
ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…
ନୂଆଦିଲ୍ଲୀ,୪।୯: ସେପ୍ଟେମ୍ୱର ୨୦୨୬ରେ ସରକାରଙ୍କୁ ପୁଣି ଥରେ ରାଜରାସ୍ତାରୁ ଉଠୁଥିବା ଏକ ବଡ଼ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭାରତର କୁଣ୍ଡଳୀ ଅନୁଯାୟୀ, ୧୮ରୁ ୨୪ ସେପ୍ଟେମ୍ୱର…
ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…
ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…
ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ ଶୁକ୍ରବାର ରାତି ୧୧ଟା ୧୯ ମିନିଟରେ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଗ୍ରହଙ୍କର ସ୍ୱାତୀ ନକ୍ଷତ୍ରରେ ଗୋଚର ଫଳରେ…
ମାର୍ଶାଘାଇ,୪।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲଜ ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣାରେ ସ୍ବାମୀର ମୃତ୍ୟୁ ହୋଇଯାଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇ କେନ୍ଦ୍ରାପଡା ଡାକ୍ତରଖାନାରେ…
କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…