ନବମ, ଏକାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ବନ୍ଦ

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏନେଇ ରାଜ୍ୟ ସରକାର ବୁଧବାର ନବମ ଏବଂ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ କରିବାକୁ ଘୋଷଣା କରିଛନ୍ତି। ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲରେ ମଧ୍ୟ କ୍ଲାସ ବନ୍ଦ ରହିବ। ଏପ୍ରିଲ ୩୦ ପର୍ଯ୍ୟନ୍ତ କ୍ଲାସ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହଷ୍ଟେଲ, ଆବାସିକ ସ୍କୁଲରେ ପଢୁଥିବା ପିଲାଙ୍କୁ ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷେ ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ ୨୫ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଓ ଘେରିଲା ମୋଟର ସଂଘ

ବାଲେଶ୍ୱର ଅଫିସ, ୧।୪ ବାଲେଶ୍ୱର ଜିଲା ଆଞ୍ଚଳିକ ପରିବହନ ଅଫିସ୍‌ (ଆର୍‌ଟିଓ)କୁ ଗୁରୁବାର ବାଲେଶ୍ୱର ମୋଟର ସଂଘ ପକ୍ଷରୁ ବେଆଇନ ଜରିମାନା ଆଦାୟ ଓ ଅଡିଟ୍‌...

ଥାକରେ ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ

ଯାଜପୁର ଅଫିସ,୧୮ା୧୧: ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ଭାୟା ଯାଜପୁରକୁ ପ୍ରସ୍ତାବିତ ନୂତନ ରେଳଲାଇନ ପ୍ରକଳ୍ପକୁ ୨୦୧୮-୧୯ ବର୍ଷରୁ ଥାକରେ ରଖାଯାଇଛି।...

ପୋଲିଓ ଖାଇ ଶିଶୁକନ୍ୟାର ମୃତ୍ୟୁ ଅଭିଯୋଗ

ବ୍ରହ୍ମଗିରି,୭ା୯(ଡି.ଏନ୍‌.ଏ.): ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅଢ଼େଇ ମାସର ଶିଶୁକନ୍ୟା ପୋଲିଓ ବୁନ୍ଦା ଖାଇ...

କମିଟି ସଦସ୍ୟ-ପୋଲିସର ବୈଠକ:ଏଥର ବାଜିବନି ଡିଜେ, ଅଶ୍ଳୀଳ ଗୀତ

ଭୁବନେଶ୍ୱର,୧୧-୯(ବ୍ୟୁରୋ):ଦୁର୍ଗାପୂଜାରେ ଏଥର ବାଜିବନି ଛାତି ଥରାଇଦେଉଥିବା ଡିଜେ ସାଉଣ୍ଡ୍‌। ଡିଜେରେ ପ୍ରତିଯୋଗିତା ବି ଚାଲିବନି। କେବଳ ୪ଟି ଲେଖାଏ ମାଇକ୍‌ ଓ ବକ୍ସ ଲଗାଇବାକୁ ପୂଜା...

କୋରାପୁଟରେ ରାଜ୍ୟପାଳ ଗଣେଶୀ ଲାଲ୍‌

କୋରାପୁଟ,୧୦।୯(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଶନିବାର ୨ ଦିନିଆ ଗସ୍ତରେ ଆସି କୋରାପୁଟରେ ପହଞ୍ଚିଛନ୍ତି। ରାଜ୍ୟପାଳ ଶନିବାର ସକାଳ ୯ଟାରେ ହୀରାଖଣ୍ଡ ଟ୍ରେନର ଏକ...

ନଦୀପଠାରେ ପୋତା ହୋଇଛି ମୃତଦେହ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୨୨ା୭(ଡି.ଏନ୍‌.ଏ.): ମଞ୍ଚେଶ୍ୱର ଥାନା ବରିମୁଣ୍ଡ ଗ୍ରାମପଞ୍ଚାୟତ କୁଆଖାଇ ନଦୀପଠାରେ ବୁଧବାର ଏକ ମୃତଦେହ ଠାବ ହୋଇଛି। ମୃତଦେହଟି ବାଲିରେ ପୋତି ହୋଇ ରହିଥିବାବେଳେ...

ଲକ୍‌ଡାଉନ୍‌ର ଦ୍ୱିିତୀୟ ଦିନ: ବିଭିନ୍ନ ଛକରେ ଲୋକଙ୍କ ଭିଡ଼, ଜଗିଛି ପୋଲିସ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ର ସୋମବାର ହେଉଛି ଦ୍ୱିିତୀୟ ଦିନ। ଲକ୍‌ଡାଉନ୍‌କୁ କଡ଼ାକଡ଼ି ଭାବେ ପାଳନ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସୋମବାର...

ଘଡ଼ଘଡ଼ି ସହ ବର୍ଷା: ବିଦ୍ୟୁତ୍‌ ସେବା ବ୍ୟାହତ

ଭଞ୍ଜନଗର,୨।୧୦(ଡି.ଏନ.ଏ.): ଭଞ୍ଜନଗର ଅଞ୍ଚଳରେ ବୁଧବାର ଅପରାହ୍ନ ୪ଟାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ବିଶେଷ ଭାବେ ସାଉଥ୍‌କୋର କ୍ଷତି ହୋଇଛି। ଘଡ଼ଘଡ଼ି...

Advertisement
Archives

Model This Week