ନବମ, ଏକାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ବନ୍ଦ

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏନେଇ ରାଜ୍ୟ ସରକାର ବୁଧବାର ନବମ ଏବଂ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ କରିବାକୁ ଘୋଷଣା କରିଛନ୍ତି। ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲରେ ମଧ୍ୟ କ୍ଲାସ ବନ୍ଦ ରହିବ। ଏପ୍ରିଲ ୩୦ ପର୍ଯ୍ୟନ୍ତ କ୍ଲାସ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହଷ୍ଟେଲ, ଆବାସିକ ସ୍କୁଲରେ ପଢୁଥିବା ପିଲାଙ୍କୁ ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷେ ଦଶମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ ୨୫ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଜିଲାରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ: ପ୍ରଥମ ଚିହ୍ନଟଙ୍କ ସହ ସେ ଖେଳିଥିଲେ କ୍ରିକେଟ୍‌

ଧର୍ମଗଡ଼,୧୦ା୪(ଡି.ଏନ୍‌.ଏ.): ରାଜ୍ୟରେ ଗୁରୁବାର ମଧ୍ୟରାତ୍ରିରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ କଳାହାଣ୍ଡି ଜିଲାର ଜଣେ ବୋଲି ଜଣାପଡ଼ିଛି। ଏନେଇ କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ...

ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୨।୧୧(ବ୍ୟୁରୋ): ଚକାଆଖି ସବୁ ଦେଖୁଛି, ପୁଅ ମୋର କଳା ଠାକୁର ଭଳି ଅନେକ ସୁପରହିଟ୍‌ ଫିଲ୍ମ ଦେଇସାରିଥିବା ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କର...

ଜଳୁନି ଟୋଲପ୍ଲାଜା ହାଇମାଷ୍ଟ

ଢେଙ୍କିକୋଟ,୧୯ା୭(ଡି.ଏନ୍‌.ଏ.)- ଜାତୀୟ ରାଜପଥ ୨୦ନଂ. ନବୀକରଣ ପରେ ଢେଙ୍କିକୋଟ ଗ୍ରାମବାସୀଙ୍କ ଦୁଃଖ ବଢ଼ିଯାଇଛି। ଅଧାପନ୍ତରିଆ କରି ଠିକା ସଂସ୍ଥା ଚାଲିଗଲା। ଉଭୟ ପାର୍ଶ୍ୱ ସର୍ଭିସ ରୋଡ୍‌...

କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହେଲ୍‌ଥ ସେଣ୍ଟର

ଢେଙ୍କାନାଳ ଅଫିସ, ୧୪।୪ ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି ଜିଲାସ୍ତରୀୟ କୋଭିଡ୍‌ ହେଲ୍‌ଥ ସେଣ୍ଟର। ରାଜ୍ୟ ସରକାର...

ଆସନ୍ତାବର୍ଷ ପାଠ୍ୟକ୍ରମରେ ସ୍ଥାନ ପାଇବ ରାଜ୍ୟ ସଙ୍ଗୀତ

ଭୁବନେଶ୍ୱର, ୮।୬(ବ୍ୟୁରୋ)- ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ଆସନ୍ତା ଶିକ୍ଷାବର୍ଷଠାରୁ ପାଠ୍ୟକ୍ରମରେ ଏହା ସ୍ଥାନ ପାଇବ। ଏ ବର୍ଷ ବହି ବଣ୍ଟନ...

ପିଆରଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ରୋଗୀଙ୍କୁ ଇଞ୍ଜେକ୍ସନ ଦେଲେ ରୋଷେଇ କର୍ମଚାରୀ

ବାରିପଦା ଅଫିସ,୬ା୧୨- ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲାରେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ କେନ୍ଦ୍ରୀୟ ଅନୁଦାନରେ ରାଜ୍ୟ ସରକାର ପଣ୍ଡିତ ରଘୁନାଥ...

ସିଡିଏସ୍‌ରେ ଓଡ଼ିଆ ଝିଅ ଅଦିତି ଟପ୍ପର

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସଂଯୁକ୍ତ ପ୍ରତିରକ୍ଷା ସେବା (ସିଡିଏସ୍‌)-୨ ପରୀକ୍ଷା (ମହିଳା)ରେ ଓଡ଼ିଆ ଝିଅ ଅଦିତି ପରିଡ଼ା ଟପ୍ପର ହୋଇଛନ୍ତି। ଏଭଳି ସଫଳତା ହାସଲ କରିବାପରେ ଅଦିତି ହେଉଛନ୍ତି...

ଲକ୍‌ଡାଉନ୍‌କୁ ନେଇ ଗୁଜବ ପ୍ରଚାର କରି ଯୁବକ ଗିରଫ

ବାଲେଶ୍ୱର ଅଫିସ, ୩୧।୩-ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସବୁ ସକାଳ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ଏବଂ ବାଇକ୍‌ରେ ବାହାରେ ବୁଲୁଥିବା...

Advertisement

BGU

Archives

Model This Week

Why Dharitri