Categories: ଜାତୀୟ

ପ୍ରଧାନମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ସ୍କୁଲ ଛାତ୍ରୀ

ନୂଆଦିଲ୍ଲୀ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଲାମାନଙ୍କ ସହିତ ରକ୍ଷା ବନ୍ଧନ ପର୍ବ ପାଳନ କରିଛନ୍ତି। ବିଭିନ୍ନ ବିଦ୍ୟାଳୟର ଛାତ୍ରୀମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କ ହାତରେ ରାଖୀ ବାନ୍ଧିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ପିଲାମାନଙ୍କୁ ଭେଟି ବହୁତ ଖୁସି ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟ ସୋସିଆଲ ମିଡିଆରେ ପୋଷ୍ଟ କରି ଦେଶବାସୀଙ୍କୁ ରକ୍ଷା ବନ୍ଧନ ପର୍ବର ଶୁଭେଚ୍ଛା ଜଣାଇଛନ୍ତି।

Share